
ସୋସିଆଲ ଇମ୍ପାକ୍ଟ ଆୱାର୍ଡ ୨୦୨୫ କାର୍ଯ୍ୟକ୍ରମରେ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରର ଦୁଇଟି ସମ୍ମାନଜନକ ପୁରସ୍କାର ହାସଲ
ଭୁବନେଶ୍ବର, ୧୨/୦୩/:ଇଣ୍ଡିଆନ୍ ଚାମ୍ବର ଅଫ୍ କମର୍ସ (ଆଇସିସି) ପକ୍ଷରୁ କୋଲକାତାଠାରେ ଆୟୋଜିତ ସମ୍ମାନଜନକ ସପ୍ତମ ସୋସିଆଲ ଇମ୍ପାକ୍ଟ ଆୱାର୍ଡ ୨୦୨୫ କାର୍ଯ୍ୟକ୍ରମରେ ଜିନ୍ଦଲ ଷ୍ଟିଲ୍ ଆଣ୍ଡ ପାୱାର (ଜେଏସପି)କୁ ଏହାର ଜିନ୍ଦଲ ଆଶା କାର୍ଯକ୍ରମ ପାଇଁ ବିଜେତା ଟ୍ରଫି ଏବଂ କିଶୋରୀ ଏକ୍ସପ୍ରେସ କାର୍ଯ୍ୟକ୍ରମ ପାଇଁ ସ୍ବତନ୍ତ୍ର ଜୁରି ପୁରସ୍କାରରେ ସମ୍ମାନିତ କରାଯାଇଛି । ଅସାନସୋଲ ଦକ୍ଷିଣର ବିଧାୟକ ଶ୍ରୀମତୀ ଅଗ୍ନିମିତ୍ର ପାଲ ଏହି ପୁରସ୍କାର ପ୍ରଦାନ କରିଥିଲେ। ମାଗସେସେ ପୁରସ୍କାର ବିଜେତା ଶ୍ରୀ ଅଂଶୁ ଗୁପ୍ତା;…