ଜିତିଗଲେ ଟ୍ରମ୍ପ, ଆହୁରି ମାଲାମାଲ ହୋଇ ଯିବେ କି ଆଦାନୀ…..

ଭୁବନେଶ୍ୱର : (ବିଜୟ ସାହୁ)  — ଏହି ବିଷୟଟି ବୁଝିବାକୁ ହେଲେ ପ୍ରଥମେ ଆମେରିକା ରାଜନୈତିକ ଅର୍ଥନୀତି ଓ ଏହାର ରାଷ୍ଟ୍ରପତିଙ୍କୁ ବୁଝିବାକୁ ହେବ ।  ଆମେ ସମସ୍ତେ ଜାଣିଲେ ଟ୍ରମ୍ପ ସୁପ୍ରିମକୋର୍ଟ ଉପରେ ରାଜନୈତିକ ଚାପ ପକେଇ ଭ୍ରଷ୍ଟାଚାରରେ ଦୋଷୀ ବୋଲି ସାବ୍ୟସ୍ତ ହେବା ପରେ ମଧ୍ୟ ନିର୍ଦୋଷ ଘୋଷଣା ହେଲେ । ବର୍ତ୍ତମାନ 20 ଜାନୁଆରୀ ପରେ Make America Great America ( MAGA ) ନୀତି ଉପରେ କାର୍ଯ୍ୟ କରିବେ ।…

Read More

ଭାରତ ପ୍ରତି ଆମେରିକା କଟକଣା ପାଇଁ ପ୍ରସ୍ତୁତ ରହିବା ଉଚିତ…. କାହିଁକି ଏପରି କହିଲେ କୁପର

ନୂଆଦିଲ୍ଲୀ : ଧାର୍ମିକ ଭେଦଭାବ ପ୍ରସଙ୍ଗରେ ପୁଣି ବିଶ୍ୱ ଦରବାରରେ ଭାରତକୁ ଲଜ୍ଜିତ ହେବାକୁ ପଡିଛି। ଆମେରିକାର ଅନ୍ତର୍ଜାତୀୟ ଧାର୍ମିକ ସ୍ୱାଧୀନତା ଆୟୋଗ (ୟୁଏସସିଆଇଆରଏଫ)ର ମୁଖ୍ୟ ରାବି ଆବ୍ରାହମ କୁପର ଏହି ପ୍ରସଙ୍ଗରେ ଅତି ସମ୍ବେଦନଶୀଳ ମନ୍ତବ୍ୟ ପ୍ରଦାନ କରିଛନ୍ତି। ଏପରିକି ଭାରତକୁ ଆଫଗାନିସ୍ତାନ ଓ ସିରିଆ ଭଳି ଦେଶ ସହ ତୁଳନା କରିଛନ୍ତି।କୁପର ଦାବି କରିଛନ୍ତି ଯେ, ସମଗ୍ର ବିଶ୍ୱର ସର୍ବବୃହତ ଗଣତନ୍ତ୍ର ଭାରତରେ ଧାର୍ମିକ ଭେଦଭାବ ଭୟଙ୍କର ସ୍ତରରେ ପହଞ୍ଚିଛି। ଯଦି ଭାରତରେ ସାମ୍ପ୍ରତିକ…

Read More