
ଉଚ୍ଚଶିକ୍ଷା ଓ ଦକ୍ଷତା ବିକାଶ ପାଇଁ ଜେଏସପି ଫାଉଣ୍ଡେସନ ଦ୍ବାରା ୪୨୫୪ ଜଣ ବାଳିକା ଓ ମହିଳାଙ୍କୁ ଯଶସ୍ୱୀ ବୃତ୍ତି ପ୍ରଦାନ
· ଯଶସ୍ଵୀ କାର୍ଯ୍ୟକ୍ରମର ତୃତୀୟ ସଂସ୍କରଣରେ ଆର୍ଥିକ ସହାୟତା ପାଇବା ନିମନ୍ତେ ଚୟନ କରାଯାଇଥିବା ବାଳିକା ଓ ମହିଳା ମାନଙ୍କ ମଧ୍ୟରୁ ୨୬୮୯ ଜଣ ଓଡ଼ିଶାର ବାସିନ୍ଦା · ୨୦୨୨ରେ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମରେ ଏବେ ୧୦ ହଜାରରୁ ଅଧିକ ମହିଳା ଓ ବାଳିକା ସାମିଲ ଭୁବନେଶ୍ବର, ୧୯/୦୧/୨୦୨୪:ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରର ସାମାଜିକ ଶାଖା ଜେଏସପି ଫାଉଣ୍ଡେସନ ଏହାର ଫ୍ଲାଗସିପ୍ କାର୍ଯ୍ୟକ୍ରମ ଯଶସ୍ଵୀ ର ତୃତୀୟ ସଂସ୍କରଣର ଶୁଭାରମ୍ଭ କରି ଓଡ଼ିଶା, ଝାଡ଼ଖଣ୍ଡ ଏବଂ…