କେଉଁ ଦଳରୁ ଲଢିବେ ମନ୍ମଥ, ସୁରଙ୍କ ଜନ୍ମଦିନରେ ସୂଚନା ଦେଲେ…

ଭୁବନେଶ୍ୱର : ଖୋର୍ଦ୍ଧା ଜିଲ୍ଲାର ଜଟଣୀ ନିର୍ବାଚନମଣ୍ଡଳୀରେ କିଏ କେଉଁ ଦଳରୁ ପ୍ରାର୍ଥୀ ହେବେ, ସେ ନେଇ ସାଧାରଣରେ ଉତ୍ସୁକତା ଜାରି ରହିଛି। ଦିନକ ପୂର୍ବରୁ ଜଟଣୀ ବିଧାୟକ ସୁରେଶ ଚନ୍ଦ୍ର ରାଉତରାୟଙ୍କ ଜନ୍ମଦିନ ପରେ ଏହି ଆଲୋଚନା ଜୋର ଧରିଛି। କିଛିମାସ ପୂର୍ବରୁ କଂଗ୍ରେସରେ ଜନ୍ମ, କଂଗ୍ରେସରେ ମରଣ ବୋଲି ସୁର ରାଉତରାୟ କହି ବୁଲୁଥିଲେ। ତାଙ୍କ ପୁଅ ବି କଂଗ୍ରେସରୁ ପ୍ରାର୍ଥୀ ହେବ। ସେ ଆଉ ନିର୍ବାଚନ ଲଢିବେ ନାହିଁ। ମାତ୍ର ସୁର ରାଉତରାୟ…

Read More