
ଜୟ ନାରାୟଣଙ୍କ ଓଡ଼ିଶା ବିଭାଜନ ପ୍ରସଙ୍ଗ : ମୁଖ୍ୟମନ୍ତ୍ରୀଙ୍କୁ କୃଷ୍ଣା ମହାନ୍ତିଙ୍କ ଚିଠି
ଅନୁଗୋଳ :ବିଜେପି ବିଧାୟକ ଜୟ ନାରାୟଣ ମିଶ୍ରଙ୍କ କୋଶଳ ବୟାନ ପରେ ବିଭିନ୍ନ ବର୍ଗରୁ ପ୍ରତିକ୍ରିୟା ଆସିଛି l ଏହି ପ୍ରସଙ୍ଗରେ ଗାନ୍ଧିବାଦୀ ନେତ୍ରୀ କୃଷ୍ଣା ମହାନ୍ତି ଏକ ଚିଠି ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଲେଖିଛନ୍ତି l ସେ ଚିଠିରେ ଉଲ୍ଲେଖ କରିଛନ୍ତି ଯେ,ଆପଣଙ୍କ ଦଳର ଜନୈକ ବିଧାୟକ ଏକ ସରକାରୀ କାର୍ଯ୍ୟକ୍ରମରେ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର ରଚିତ ଓଡିଶାବାସୀଙ୍କ ଦ୍ଵାରା ସ୍ୱୀକୃତିପ୍ରାପ୍ତ ଓଡିଶାର ଜାତୀୟ ସଙ୍ଗୀତ “ବନ୍ଦେ ଉତ୍କଳ ଜନନୀ” ଗାନ ନକରିବା ତଥା ଏହାକୁ…