ନବୀନ ଜିନ୍ଦଲଙ୍କୁ ମହାତ୍ମା ହଂସରାଜ ଗୌରବ ପୁରସ୍କାର

ନୂଆଦିଲ୍ଲୀ / ଭୁବନେଶ୍ବର ୨୯/୦୭/ : ଦିଲ୍ଲୀ ବିଶ୍ୱବିଦ୍ୟାଳୟର ହଂସରାଜ କଲେଜର ୭୭ତମ ପ୍ରତିଷ୍ଠା ଦିବସ ସମାରୋହରେ କୁରୁକ୍ଷେତ୍ର ସାଂସଦ ତଥା ଦେଶର ଅଗ୍ରଣୀ ଶିଳ୍ପପତି ଶ୍ରୀ ନବୀନ ଜିନ୍ଦଲଙ୍କୁ ମହାତ୍ମା ହଂସରାଜ ଗୌରବ ପୁରସ୍କାରରେ ସମ୍ମାନିତ କରାଯାଇଛି। ଏହି ଅବସରରେ ଉପରାଷ୍ଟ୍ରପତି ଶ୍ରୀ ଜଗଦୀପ ଧନଖଡ ଜାତୀୟ ପତାକା ପାଇଁ ଦୀର୍ଘ ଆଇନଗତ ସଂଗ୍ରାମ କରିବା ଏବଂ ଏହାକୁ ଜନସାଧାରଣଙ୍କ ପାଖରେ ପହଞ୍ଚାଇବା ପାଇଁ ଶ୍ରୀ ନବୀନ ଜିନ୍ଦଲଙ୍କ ନିରନ୍ତର ପ୍ରୟାସକୁ ପ୍ରଶଂସା କରିଛନ୍ତି ।…

Read More