ରାୟଗଡ଼ାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାୟଗଡା ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି ।ଏହି ଅବସରରେ ରାୟଗଡା ଜିଲ୍ଲାବାସୀଙ୍କୁ ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ଯୋଜନାରେ ଜିଲ୍ଲାରେ ୫୨ଟି ବସ୍ ଚାଲିବ ଏବଂ ସବୁ ପଞ୍ଚାୟତକୁ ବସ୍ ଯିବ । ଜିଲ୍ଲାର ସମସ୍ତ ୧୮୨ଟି ପଞ୍ଚାୟତକୁ ବସ୍ ଚଳାଚଳ ହେବ। ଏଥିପାଇଁ ୩୦୦ଟି ବସ୍ ଷ୍ଟପେଜ ମଧ୍ୟ କରାଯାଇଛି । ଆଭାସୀ କାର୍ଯ୍ୟକ୍ରମ ମାଧ୍ୟମରେ କାର୍ଯ୍ୟକ୍ରମ ଆରମ୍ଭ କରି ମୁଖ୍ୟମନ୍ତ୍ରୀ…