କୋରାପୁଟରେ ଗଡିଲା ‘ଲକ୍ଷ୍ମୀ’ ବସ୍ , ଜାଣନ୍ତୁ କ’ଣ କହିଲେ ନବୀନ ଓଡ଼ିଶାର ଅଧ୍ୟକ୍ଷ ଭି,କେ ପାଣ୍ଡିଆନ …

କୋରାପୁଟ ;କୋରାପୁଟ ଜିଲ୍ଲାରେ ଯୋଡ଼ି ହେଲା ଆଉ ଏକ ବିକାଶର ଫର୍ଦ । ଏବେ ବ୍ଲକ୍ ରୁ ପଞ୍ଚାୟତ , ପଞ୍ଚାୟତରୁ ଗାଁ ସବୁଠି ଗଡିବ ‘ଲକ୍ଷ୍ମୀ’ ବସ୍ । ଆଜି ଏହାର ଉଦଘାଟନ କରି ରାଜ୍ୟର ମୁଖିଆ ନବୀନ ପଟ୍ଟନାୟକ କହିଛନ୍ତି ”ଆମ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମ ମାଧ୍ୟମରେ ପଞ୍ଚାୟତ ମାନଙ୍କରେ ନୂଆ ଜାଗରଣ ଆସିଛି। ଜଗନ୍ନାଥ ସଂସ୍କୃତିର ପ୍ରସାର ସହିତ ଡିଜିଟାଲ ଭିତ୍ତିଭୂମିର ବିକାଶ ହୋଇଛି। କୋରାପୁଟର ଏହି ୬ଟି ଜିଲ୍ଲାର ୧୧୩୧ଟି…

Read More

ମାଲକାନଗିରିରୁ ଆରମ୍ଭ ହେଲା ଲକ୍ଷ୍ମୀ ବସ୍ ଯୋଜନା , ଚାଲିଲା ୩୬ଟି ବସ୍, ଜିଲ୍ଲାର ୧୧୧ଟି ପଞ୍ଚାୟତକୁ ଯୋଡିବ ଲକ୍ଷ୍ମୀ

ଭୁବନେଶ୍ୱର,: ମାଲକାନଗିରି ମୋର ଅତି ପ୍ରିୟ। ମାଲକାନଗିରି ହିଁ ଓଡିଶା ବିକାଶର ଲଞ୍ଚ ପ୍ୟାଡ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଆଜି ମାଲକାନଗିରିରେ ମୁଖ୍ୟମନ୍ତ୍ରୀ ଲକ୍ଷ୍ମୀ ବସ୍ ଯୋଜନା ଶୁଭାରମ୍ଭ କରି ଏହା କହିଛନ୍ତି। ଏହି ଅବସରରେ ଯୋଜନାର ପ୍ରଥମ ବସ୍‌ରେ ୧୦ ଟଙ୍କା ଦେଇ ପ୍ରଥମ ଟିକେଟ୍ କିଣି  ମାଲକାନଗିରିରୁ ଏମ୍.ଭି- ୦୩ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ଯାତ୍ରା କରି ସେଠାରେ BQSର ଶୁଭାରମ୍ଭ କରିଥିଲେ। ପ୍ରାରମ୍ଭରେ ଉଚ୍ଛସିତ ଜନତାଙ୍କ ତାଳି, ସ୍ୱାଗତମ୍ ଧ୍ୱନି…

Read More