ବିଶ୍ୱନାଥ ପଣ୍ଡିତ ଙ୍କ  ସ୍ମୃତିରେ  ହେବ  ଅତ୍ୟାଧୁନିକ  ଲାଇବ୍ରେରୀ, ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର : ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ, ସମାଜବାଦୀ ନେତା ସ୍ୱର୍ଗତ  ବିଶ୍ୱନାଥ ପଣ୍ଡିତଙ୍କ ସ୍ମୃତିରେ କଟକର  ପୁରୀ  -ଅନୁଗୁଳ  ବସଷ୍ଟାଣ୍ଡ ବାଦାମବାଡିଠାରେ ଏକ  ଅତ୍ୟାଧୁନିକ  ପାଠାଗାର ପ୍ରତିଷ୍ଠା ପାଇଁ  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ୩୦, ୫୮,୩୧,୧୦୦ ଟଙ୍କା ଖର୍ଚ୍ଚ ପ୍ରସ୍ତାବକୁ ମଧ୍ୟ ମୁଖ୍ୟମନ୍ତ୍ରୀ ମଞ୍ଜୁରୀ ଦେଇଛନ୍ତି। ୫-ଟି  ସଚିବ    ଭି  କେ  ପାଣ୍ଡିଆନ୍  ଙ୍କ  କଟକ   ଗସ୍ତ   ସମୟରେ  କଟକ ରେ ସ୍ଵର୍ଗତ  ବିଶ୍ଵନାଥ  ପଣ୍ଡିତ  ଙ୍କ  ସ୍ମୃତି   ରେ  ଏକ   ଅତ୍ୟାଧୁନିକ …

Read More

ରାଜ୍ୟରେ ଜିଲ୍ଲା ସଂଖ୍ୟା ଠାରୁ କମ୍ ରହିଛି ସାଧାରଣ ପାଠାଗାର, ଓଡ଼ିଶାଠୁ ଗୋଆ ଭଳି କ୍ଷୁଦ୍ର ରାଜ୍ୟରେ ଅଧିକ ଲାଇବ୍ରେରୀ

ଭୁବନେଶ୍ୱର :  ଓଡ଼ିଆ ଛାତ୍ର କିମ୍ବା ଲୋକ ପାଠାଗାର(ଲାଇବ୍ରେରୀ)ରେ ପଢିବାକୁ ଏତେଟା ଆଗ୍ରହ ଦେଖାନ୍ତି ନାହିଁ । ଲୋକସଂଖ୍ୟା, ଜନସଂଖ୍ୟା, ଶିକ୍ଷାନୁଷ୍ଠାନ ଗୁଡିକ ଥିବା ସତ୍ତ୍ୱେ ସାର୍ବଜନୀନ ପାଠାଗାରର ଗୁରୁତ୍ୱ ନାହିଁ। ଅଧିକରୁ ଅଧିକ ପାଠାଗର ଗଢିବା ପାଇଁ ମଧ୍ୟ ସାଧାରଣ ଦାବି ମଧ୍ୟ ନାହିଁ। ତେଣୁ ଓଡ଼ିଶାରେ ଜିଲ୍ଲା ସଂଖ୍ୟାରୁ ମଧ୍ୟ କମ୍ ସଂଖ୍ୟକ ସର୍ବସାଧାରଣ ପାଠାଗାର ରହିଛି। ଏକଥା ଆମେ କହୁନାହୁଁ। କେନ୍ଦ୍ର ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ ଉପଲବ୍ଧ ତଥ୍ୟରୁ ଏହା ଜଣାପଡିଛି।…

Read More