ଖଡଗେ-ରାହୁଲଙ୍କ ସହ ଓଡ଼ିଶାର କଂଗ୍ରେସ ନେତା କ’ଣ କଥା ହେଲେ…ଚେଲ୍ଲାଙ୍କ ଗୁମର ଖୋଲିଲା….ସୁର ରାଉତରାୟ ରହିଲେନି…
ଭୁବନେଶ୍ୱର : କଂଗ୍ରେସର ପ୍ରାୟ ୧୫ ପ୍ରତିଶତ ଭୋଟ ରହିଛି। ଦକ୍ଷିଣ ଓଡ଼ିଶାରେ ଦଲ ମଜଭୁତ ରହିଛି। ମାତ୍ର ସେହିଭଳି ଭାବେ ସାଙ୍ଗଠନିକ କାମ ହୋଇପାରୁନାହିଁ କାହିଁକି। ସୁନୀଲ କାନୁଗୋଲୁଙ୍କ ଟିମ୍ ଦ୍ୱାରା କରାଯାଇଥିବା ସର୍ଭେରୁ ବିଧାୟକମାନଙ୍କ ନାଁରେ କାହିଁକି ନକରାତ୍ମକ ମତ ଆସୁଛି। ଆପଣମାନେ ବିଜେଡ଼ି ଠାରୁ ବହୁଳ ଆର୍ଥିକ ଫାଇଦା ପାଉଥିବା କଥା କାହିଁକି ଉଠୁଛି। ଏହି ଭଳି ଢଙ୍ଗରେ ଓଡ଼ିଶା କଂଗ୍ରେସ ନେତାଙ୍କୁ ଏଆଇସିସି ସଭାପତି ମଲ୍ଲିକାର୍ଜୁନ ଖଡ଼ଗେ ପ୍ରଶ୍ନ କରିଥିଲେ। ଏପରିକି…