ମୋହନ ମାଝୀ-ମମତା ବାନାର୍ଜୀ ବାର୍ତ୍ତାଳାପର ସତ୍ୟତା କଣ- ଆଳୁ ନା ଯେସାକୁ ତେସା ନୀତି
ଭୁବନେଶ୍ୱର ଓ କୋଲକତା : ବାଲାଂଦେଶର ଶାସକ ପଳାୟନ ହେବା, ସହ ନୂଆ ଅନ୍ତରୀଣ ସରକାର ଗଠିତ ହୋଇଛି। କେତେକ ଏହାକୁ ଇସଲାମିକ କ୍ରାନ୍ତି ବୋଲି ଅଭିହିତ କରିଛନ୍ତି। ବଙ୍ଗାଳୀ କହୁଥିବା ମୁସଲମାନଙ୍କ ଦେଶ ବାଲାଂଦେଶ। ତାକୁ ଲାଗିଛି ଆମ ପଶ୍ଚିମବଙ୍ଗ। ଯେଉଁ ଠାରେ ପ୍ରାୟ ୨୭ ପ୍ରତିଶତ ମୁସଲିମ୍ ରହିଛନ୍ତି। ସେମାନେ ବିଭିନ୍ନ କାମରେ ଓଡ଼ିଶା ଆସନ୍ତି। ସେମାନଙ୍କ ମଧ୍ୟରୁ କେତେଜଣଙ୍କୁ ବାଲାଂଦେଶୀ ସନ୍ଦେହରେ ଗାଁ, ଗଣ୍ଡାକେ ମାଡ ହେଲା। ଏହାର ପ୍ରତିବାଦରେ ମେଦିନାପୁରରେ ଓଡ଼ିଆ…