ମୋ ସେବା କେନ୍ଦ୍ର ସଂଖ୍ୟା ୮୦୦୦ ଛୁଇଁବ
ଭୁବନେଶ୍ୱର : ମୋ ସେବା କେନ୍ଦ୍ର ଜରିଆରେ ରାଜ୍ୟ ସରକାରଙ୍କ ଏକାଧିକ ସେବା ନାଗରିକଙ୍କ ଘର ପାଖରେ ଉପଲବ୍ଧ କରାଯାଉଛି। ଏହାଦ୍ୱାରା ଗ୍ରାମାଞ୍ଚଳର ଯୁବକ ଏବଂ ମିଶନ ଶକ୍ତି ଅଧୀନରେ ପରିଚାଳିତ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କୁ ଉଦ୍ୟୋଗ ସ୍ଥାପନର ଏକ ଫୋରମ ମିଳିପାରିଛି। ବର୍ତ୍ତମାନ ରାଜ୍ୟପରେ ୬୯୦୦ ରୁ ଅଧିକ ମୋ ସେବା କେନ୍ଦ୍ର ସ୍ଥାପିତ ହୋଇସାରିଛି । ଆଗାମୀ ଦିନରେ ଏହି ସଂଖ୍ୟା ପ୍ରାୟ ୮୦୦୦ କୁ ବୃଦ୍ଧି ପାଇବ । ସରକାରୀ କଳର…