
ଏକାଠି ରହିବା ତ…..ବଞ୍ଚିବା…. ନଚେତ୍…………
ବିଜୟ ସାହୁ – ସମସ୍ତେ ଏକ ହେଲେ ଓ ସେଫ ହେଲେ ! କିନ୍ତୁ ଏହାପରେ ସମସ୍ତେ ଏକ ହେଇ ଆଦାନୀଙ୍କୁ ସେଫ କରିବେ ତ ?ବର୍ତ୍ତମାନର ସବୁଠାରୁ ବଡ଼ ଚର୍ଚ୍ଚା ମହାରାଷ୍ଟ୍ରରେ ଆଦାନୀ ସାମ୍ରାଜ୍ୟର 2200 କୋଟି ଲାଞ୍ଚ କାରବାର ବୁମେରାଙ୍ଗ ହେଇ ଇଣ୍ଡିଆ ମେଣ୍ଟକୁଚୁର ଚୁର କରିଦେଲା । କାରଣ କେନ୍ଦ୍ର ସରକାର ଏହି ଲାଞ୍ଚ କାରବାରରେ ନିଜ ହାତକୁ ସଫା କରି ନୀରବ ହେଇଗଲେ ଓ ବଚସ୍କର ମିଡିଆ ମାଧ୍ୟମରେ ପ୍ରଚାର କଲେ…