
ଜୁନ୍ ପହିଲାରେ କେରଳ ଛୁଇଁବ ମୌସୁମୀ…
ଏଥର ଶୀଘ୍ର ଆସିବ ମୌସୁମୀ। ଆଗାମୀ ୫ଦିନ ଭିତରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁପାରେ। ଜୁନ ପହିଲା ସୁଦ୍ଧା କେରଳ ଛୁଇଁବା ନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ। ପାଗ ଅନୁକୂଳ ଥିବାରୁ ନିର୍ଦ୍ଧାରିତ ସମୟରେ ମୌସୁମୀ କେରଳ ଛୁଇଁପାରେ। ସେପଟେ କାଲିଠୁ ରାଜ୍ୟରେ ପୁଣି ବଢିବ ତାତି। ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ଦିନ ତାପମାତ୍ରା ବୃଦ୍ଧି ପାଇବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ତେବେ ଭୀଷଣ ବାତ୍ୟା ‘ରେମାଲ’…