୧୦ ତାରିଖ ଭିତରେ ଓଡ଼ିଶା ଛୁଇଁବ ମୌସୁମୀ…

ଭୁବନେଶ୍ବର:ଗ୍ରୀଷ୍ମ ପ୍ରବାହରୁ ମିଳିବ ମୁକ୍ତି । ଓଡ଼ିଶାକୁ ଛୁଇଁବ ମୌସୁମୀ ।  ଚଳିତଥର ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ନିର୍ଦ୍ଧାରିତ ସମୟର ପୂର୍ବରୁ ଆଣ୍ଡମାନ ଏବଂ କେରଳ ଛୁଇଁଥିବା ବେଳେ ଆଗାମୀ ୧୦ ତାରିଖ ସୁଦ୍ଧା ଓଡ଼ିଶା ଛୁଇଁପାରେ ମୌସୁମୀ। ୨-୩ ତିନି ଭିତରେ ଦକ୍ଷିଣ ଓଡ଼ିଶା ଛୁଇଁବା ପରେ ଏହା ରାଜ୍ୟର ଅନ୍ୟ ଅଞ୍ଚଳକୁ ସ୍ପର୍ଶ ବିସ୍ତାରିତ ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।ସେପଟେ ଆଗାମୀ ୪ ଦିନରେ ରାଜ୍ୟରେ ତାପମାତ୍ରା ୨ରୁ ୩…

Read More

କୌଣସି ବୈଠକକୁ ଗଲେ ନାହିଁ ନବୀନ ପଟ୍ଟନାୟକ, ଦିଲ୍ଲୀ ଅଧ୍ୟାଦେଶ ଉପରେ ନେଇ ପାରୁନାହାନ୍ତି ନିଷ୍ପତ୍ତି

ଭୁବନେଶ୍ୱର :  ରାଜଧାନୀ ଦିଲ୍ଲୀରେ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ(ଏନଡିଏ) ଏବଂ ବେଙ୍ଗଲୁରୁରେ ବିରୋଧି ଦଳ ସମୂହଙ୍କ ବୈଠକ ମଙ୍ଗଳବାର ଦିନ ଅନୁଷ୍ଠିତ ହୋଇଛି। ମାତ୍ର ଏହି ବୈଠକରେ ଭାରତବର୍ଷର କେତେକ ପ୍ରମୁଖ ରାଜନୈତିକ ଦଳ ଯୋଗ ଦେଇନାହାନ୍ତି। ସେମାନଙ୍କ ମଧ୍ୟରେ ଓଡ଼ିଶାରେ ଶାସନ କରୁଥିବା ବିଜେଡି, ଆନ୍ଧ୍ର ପ୍ରଦେଶରେ ଶାସନ କରୁଥିବା ଓ୍ୱାଇଏସଆର କଂଗ୍ରେସ, ବିରୋଧି ଟିଡିପି, ପଞ୍ଜାବରେ ଶିରୋମଣି ଅକାଳି ଦଳ , ତେଲେଙ୍ଗାନାର ବିଆରଏସ୍, ଏଆଇଏମଆଇଏମ୍ ଏବଂ ବିଏସପି ରହିଛନ୍ତି। ବିଜେଡି ପୂର୍ବଭଳି ସମଦୂରତ୍ୱ…

Read More