
ନାଳନ୍ଦା ବିଶ୍ଵବିଦ୍ୟାଳୟର ନୂତନ କ୍ୟାମ୍ପସକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦି…
ଆଜି ନାଳନ୍ଦା ବିଶ୍ୱବିଦ୍ୟାଳୟର ନୂତନ କ୍ୟାମ୍ପସକୁ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବା ପରେ ଏହା ହେଉଛି ନରେନ୍ଦ୍ର ମୋଦୀଙ୍କର ବିହାରକୁ ପ୍ରଥମ ଗସ୍ତ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ବିହାରର ରାଜଗିରଠାରେ ନିର୍ମିତ ନାଳନ୍ଦା ବିଶ୍ୱବିଦ୍ୟାଳୟର ନୂତନ କ୍ୟାମ୍ପସକୁ ଉଦଘାଟନ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ପୁରୁଣା ବିଶ୍ୱବିଦ୍ୟାଳୟକୁ ବି ବୁଲି ଦେଖିଥିଲେ। ୧୭୪୯ କୋଟି ଟଙ୍କା ବିନିମୟରେ ଏହି ନୂତନ କ୍ୟାମ୍ପସ…