
ଫେରିଲେ ନବୀନ
ଭୁବନେଶ୍ୱର: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ୱର ପହଁଞ୍ଚିଛନ୍ତି। କୋକିଲାବେନ ଧିରୁଭାଇ ଅମ୍ବାନୀ ହସ୍ପିଟାଲରେ ସର୍ଭାଇକାଲ୍ ଆର୍ଥ୍ରାଇଟିସର ଚିକିତ୍ସା ପରେ ସେ ସୁସ୍ଥ ହୋଇଛନ୍ତି । ଗତ ଜୁନ୍ ୨୦ ରେ ନବୀନ ମୁମ୍ବାଇ ଅଭିମୁଖେ ଯାତ୍ରା କରିଥିଲେ। ଓଡ଼ିଶାର ମୁଖ୍ୟମନ୍ତ୍ରୀ ହେବା ପରଠାରୁ ଏହି ୨୧ ଦିନ ହେଉଛି ନବୀନଙ୍କ ରାଜ୍ୟ ରାଜଧାନୀରୁ ଦୂରରେ ରହିବାର ସବୁଠାରୁ ଲମ୍ବା ସମୟ। ଉପାଧ୍ୟକ୍ଷ…