
ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମର ଶୁଭାରମ୍ଭ, ସାରା ରାଜ୍ୟରେ ଖର୍ଚ୍ଚ ହେବ ୩୩୯୭ କୋଟି ଟଙ୍କା
ଭୁବନେଶ୍ୱର : ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆଜିଠାରୁ ଆରମ୍ଭ ହେଲା ରାଜ୍ୟ ସରକାରଙ୍କର ମହତ୍ବକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’। ଏହି କାର୍ଯ୍ୟକ୍ରମର ଫୋକସ୍ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ । ଆଜି ଭୁବନେଶ୍ବରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ପ୍ରଥମ ଦିନରେ କେନ୍ଦୁଝର ଓ ଭଦ୍ରକ ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି । ସାରା ରାଜ୍ୟରେ ଆମ ଓଡିଶା ନବୀନ…