କଳାହୀରାର ଗଡ଼ କିଏ ହେବ ରାଜନୈତିକ ମୁନୀବ !

ତାଳଚେର :  ଢେଙ୍କାନାଳ ଲୋକସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଅନୁଗୁଳ ଜିଲ୍ଲାର ତାଳଚେର ବିଧାନସଭା କ୍ଷେତ୍ରର ସ୍ୱତନ୍ତ୍ର ରାଜନୈତିକ ଗୁରୁତ୍ୱ ରହିଛି। ତାଳଚେର ପୌର ପରିଷଦ ,ତାଳଚେର ବ୍ଲକ ଓ କଣିହାଁ ବ୍ଲକର ସାତୋଟି ଗ୍ରାମ ପଞ୍ଚାୟତକୁ ନେଇ ତାଳଚେର ବିଧାନସଭା କ୍ଷେତ୍ର ।ଶିଳ୍ପ ସମୃଦ୍ଧ ଅଞ୍ଚଳ ହୋଇଥିବା ହେତୁ ଏହା ଉପରେ ସମସ୍ତଙ୍କ ନଜର । ଏମସିଏଲ୍, ଏନଟିପିସି  ଭଳି ରାଷ୍ଟ୍ରୟାତ୍ତ ଉଦ୍ୟୋଗ ଏଠି କାର୍ଯ୍ୟ କରୁଛି । ହଜାର ହଜାର କୋଟି ରାଜସ୍ୱ ଉଭୟ କେନ୍ଦ୍ର…

Read More

୨୦୨୪ ସାଧାରଣ ନିର୍ବାଚନ: ଇଣ୍ଡିଆ ବନାମ ଏନଡିଏ ଲଢେଇ

ନୂଆଦିଲ୍ଲୀ : ଆସନ୍ତା ୨୦୨୪ ସାଧାରଣ ନିର୍ବାଚନରେ ପାଇଁ ଶାସକ ଓ ବିରୋଧ ଦଳ ଆନୁଷ୍ଠାନିକ ମେଣ୍ଟର ଘୋଷଣା କରିଛନ୍ତି। ବିହାରର ପାଟଣା ପରେ କର୍ନାଟକର ବେଙ୍ଗଲୁରୁରେ ବିରୋଧି ଦଳମାନଙ୍କର ବୈଠକ ହୋଇଛି। ଏହି ବୈଠକରେ ୟୁପିଏ ନାମ ପରିବର୍ତ୍ତନ କରି ଇଣ୍ଡିଆ ରଖାଯାଇଛି। ସର୍ବସମ୍ମତିକ୍ରମେ ବିରୋଧୀ ମେଣ୍ଟ INDIAରେ ପରିଚୟ ହାସଲ କରିବ ବୋଲି ଜଣାପଡ଼ିଛି। INDIA ପୂରା ନାଁ ହେଲା Indian National Democratic Inclusive Alliance। ବାମ ଦଳ ପକ୍ଷରୁ ଆଲିଆନ୍ସ ଶବ୍ଦକୁ…

Read More

ଆମ ଜିଲ୍ଲାରେ ଆମ ମନପସନ୍ଦର ଅଧିକାରୀଙ୍କୁ ନିଯୁକ୍ତି ଦିଅ

ଭୁବନେଶ୍ୱର – ନିର୍ବାଚନ ପାଖେଇ ଆସିଲାଣି ।  ରାଜ୍ୟ ସରକାର ଆଗୁଆ ନିର୍ବାଚନ ନେଇ ଅଣ୍ଟା ଭିଡିଛନ୍ତି। ଏହି କଥା ପରୋକ୍ଷରେ କେତେକ ବିଜେଡି ନେତାମାନଙ୍କୁ କୁହାଗଲାଣି । ଏସବୁ  ମଧ୍ୟରେ ନେତାମାନେ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ଦପ୍ତରରେ ଏକ ନିର୍ଦ୍ଦିଷ୍ଟ ଆପତ୍ତି ଅଭିଯୋଗ କରିଛନ୍ତି । ରାଜ୍ୟରେ ଅଫିସର ରାଜ ଚାଲିଥିବା ଏକ ଧାରଣା ବିରୋଧି ସୃଷ୍ଟି କରିଛନ୍ତି । ତେଣୁ ଏହାକୁ ଚେକ୍ ଦେବାକୁ ହେବ । ତେଣୁ ଅନ୍ତଃତ ଜିଲ୍ଲାସ୍ତରରେ ହେଉଥିବା ଅଦଳବଦଳରେ ନେତାଙ୍କ…

Read More