ଓଡ଼ିଶା ଶାନ୍ତିପ୍ରିୟ ରାଜ୍ୟ, ସାମ୍ପ୍ରଦାୟିକ ସୌହାର୍ଦ୍ଦ୍ୟ ବଜାୟ ରହୁ : ନବୀନ

ଭୁବନେଶ୍ୱର :  ଦେଶର ପଡୋଶୀ ରାଷ୍ଟ୍ରର ଶାସକର ପରିବର୍ତ୍ତନ। ଏହାର ପ୍ରଭାବରେ ପୂର୍ବ ଭାରତର ବିଭିନ୍ନ ଜିଲ୍ଲାରେ ନିର୍ଦ୍ଦିଷ୍ଟ ସମ୍ପ୍ରଦାୟକୁ ଟାର୍ଗେଟ କରିବା ଭଳି ଘଟଣାକୁ ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି।  ଏକ ବାର୍ତ୍ତା ମାଧ୍ୟମରେ ସ୍ୱାଧିନତା ଦିବସ ପୂର୍ବରୁ ସେ କହିଛନ୍ତି ଯେ,  ଓଡ଼ିଶା ଏକ ଶାନ୍ତିପ୍ରିୟ ରାଜ୍ୟ ଭାବେ ଓଡ଼ିଶାର ଖ୍ୟାତି ରହିଛି। ଏହା ଏପରି ଏକ ରାଜ୍ୟ ଯେଉଁଠି ଲୋକଙ୍କ ମଧ୍ୟରେ ସାମ୍ପ୍ରଦାୟିକ ସୌହାର୍ଦ୍ଦ୍ୟ, ଶାନ୍ତି…

Read More

ବିଧାନସଭା ସରିଲେ…ଆରମ୍ଭ ବିଜେପିର ସମ୍ପ୍ରସାରଣ ଓ ଥଇଥାନ ପଦ……ଲବି ପାଇଁ କିଏ ଦିଲ୍ଲୀରେ… କିଏ ମନମୋହନଙ୍କ ପଛରେ…

ଭୁବନେଶ୍ୱର : କେନ୍ଦ୍ର ଓ ରାଜ୍ୟରେ ବିଜେପି ସରକାର ଗଠନ କରିବା ଇତି ମଧ୍ୟରେ ଅଢେଇ ମାସ ହୋଇଗଲାଣି। କେନ୍ଦ୍ରରେ ଲଗାତର ତୃତୀୟ ଥର ସରକାର ଗଠନ ହୋଇଥିବା ବେଳେ ରାଜ୍ୟରେ ପ୍ରଥମ ଥର ପାଇଁ ବିଜେପି ସରକାରକୁ ଆସିଛି। ଏହା ପୂର୍ବରୁ ଦୁଇ ପାଳି ଦଳ ବିଜେଡି ସହ ମେଣ୍ଟ କରି କ୍ଷମତାର ସ୍ୱାଦ ଚାଖିଛି। ପ୍ରଥମ ଥର ସରକାର ଗଠନ ହୋଇଥିବାରୁ ସରକାରୀ ନିଯୁକ୍ତି ଓ ଥଇଥାନ ଧିମା ପଡିଯାଇଛି। ତେଣୁ ଦଳର କାର୍ଯ୍ୟକର୍ତ୍ତା…

Read More

ବିଜେଡି କାହିଁକି  ହାରିଲା….ସବୁ ଖୋଲି କହିଦେଲେ ରଘୁ ସାହୁ…….

ଭୁବନେଶ୍ୱର : ମୋତେ ଚିଲିକାରୁ ପ୍ରାର୍ଥୀ ନ କରିବାକୁ କିଛି ବ୍ୟକ୍ତି ଚକ୍ରାନ୍ତ କରିଥିଲେ। ମୋ ବଦଳରେ ମାନସ ମଙ୍ଗରାଜଙ୍କୁ ପ୍ରାର୍ଥୀ କରିବାକୁ ଚାହୁଁଥିଲେ। ମାତ୍ର କର୍ମୀ ଓ ଲୋକଙ୍କ ମଧ୍ୟରେ ମୋର ଗ୍ରହଣୀୟତା ଥିଲା। ତତ୍କାଳୀନ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏହି ଖେଳର ମୁଖ୍ୟ କାର୍ପଟଦାର ଥିଲେ। ତାଙ୍କ ପାରିବାରିକ ବନ୍ଧୁ ରବୀନ୍ଦ୍ର ଜେନା ଖୋର୍ଦ୍ଧା ଜିଲ୍ଲା ପ୍ରଭାରୀ ଥିଲେ। ମାତ୍ର ସେ କିଛି ବୁଝୁ ନ ଥିଲେ। ବବି ସବୁଥିରେ ମାମଲାତି…

Read More

ବାଲାଂଦେଶର ଛାତ୍ରଶକ୍ତିର ଅଭ୍ୟୁଦୟ, ସେବେ -ଏବେ -ଏକ ଆଲୋଚନା

ନୂଆଦିଲ୍ଲୀ :*(ବିଜୟ ସାହୁ) ବଙ୍ଗଳାଦେଶ ବେଗମ ରୋକେୟା ବିଶ୍ୱବିଦ୍ୟାଳୟର ମେଧାବୀ ଛାତ୍ର ଆବୁ ସୈୟେଦ । ଇଂରାଜୀ ବିଭାଗର ଅନେକ ମେଧାବୃତ୍ତି ପ୍ରାପ୍ତ ଛାତ୍ର । ବେଗମ ରୋକେୟା ବିଶ୍ୱବିଦ୍ୟାଳୟ ନାରୀବାଦୀ ଲେଖକ ଓ ସାମାଜିକ କର୍ମୀ ବେଗମ ରୋକେୟାଙ୍କ ନାମରେ ନାମିତ । ଏହି ସରକାରୀ ଗବେଷଣା ବିଶ୍ୱବିଦ୍ୟାଳୟ ରଙ୍ଗପୁର ବିଶ୍ୱବିଦ୍ୟାଳୟ ନାମରେ ନାମିତ ଥିଲା । ପରେ ବେଗମ ରୋକେୟା ବିଶ୍ୱବିଦ୍ୟାଳୟ ହେଇଥିଲା । ଆବୁ ସୈୟେଦ ୨୦୨୪, ୧୬ଜୁଲାଇରେ ସଂରକ୍ଷଣ ସଂସ୍କାର ଆନ୍ଦୋଳନରେ…

Read More

କେଉଁ ପ୍ରସଙ୍ଗ ନେଇ ନବୀନ ଲୋକଙ୍କ ପାଖକୁ ଯିବେ…ଦଳ ରାଜନୈତିକ ନିଷ୍ପତ୍ତି ସ୍ଥିର କରିଛି କି…..

ଭୁବନେଶ୍ୱର : ଅପ୍ରତ୍ୟାଶିତ ଭାବେ ଗତ ସାଧାରଣ ନିର୍ବାଚନରେ ବିଜେଡିର ପରାଜୟ ହୋଇଛି। ଏହା ପରେ ପରାଜୟର ବ୍ୟବଚ୍ଛେଦ ହେବା କଥା। ତାହା ମଧ୍ୟ ହେଲା ନାହିଁ। ଭିକେ ପାଣ୍ଡିଆନଙ୍କ ରାଜନୈତିକ ଅବସର ମଧ୍ୟ ଆଜି ରହସ୍ୟାବୃତ। ଦଳର କିଛି ପ୍ରମୁଖ ନେତାଙ୍କୁ ବାଦ୍ ଦେଇ ପରାଜିତ ନେତା ଦେବୀ ପ୍ରସାଦ ମିଶ୍ରଙ୍କ ଅଧ୍ୟକ୍ଷତାରେ ଗଠିତ  ହୋଇଛି ବିଜୁ ଜନତା ଦଳର ରାଜ୍ୟସ୍ତରୀୟ ସମନ୍ୱୟ କମିଟି। ଏହି କମିଟିର ସଦସ୍ୟମାନେ ଦୁଇଦିନ ପୂର୍ବରୁ ସଭାପତି ନବୀନ ପଟ୍ଟନାୟକଙ୍କୁ…

Read More

ମମତା ମହାନ୍ତଙ୍କ ଇସ୍ତଫା ଓ କୁଡୁମୀ ଆଦିବାସୀ ମାନ୍ୟତା ରାଜନୀତି

ଭୁବନେଶ୍ୱର : ବିଜେଡିରୁ ରାଜ୍ୟସଭା ଯାଇଥିବା ମମତା ମହାନ୍ତ ଗତକାଲି ନିଜ ପଦ ଓ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ପ୍ରଦାନ କରିଛନ୍ତି। ଏହାକୁ ରାଜନୈତିକ ଭାବେ ଅନେକ ବିଶ୍ଳେଷଣ କରିଛନ୍ତି। ମାତ୍ର ମମତା ଆସୁଥିବା କୁଡୁମୀ ବର୍ଗର ଆକାଂକ୍ଷା ଓ ଆଗାମୀ ଦିନର ରାଜନୀତିକୁ ନେଇ ବୁଦ୍ଧିଜୀବୀ ବିଜୟ ସାହୁଙ୍କ ଏକ ଆଲେଖ୍ୟ ସାମାଜିକ ଗଣମାଧ୍ୟମରେ ଉଲ୍ଲେଖ କରାଯାଇଛି। ଶ୍ରୀ ସାହୁ ଉଲ୍ଲେଖ କରିଛନ୍ତି ଯେ,  ମଣିପୁରରେ ଯେମିତି ଜାତିଗତ ବିଦ୍ୱେଷ ସଙ୍କଟ ସେମିତି…

Read More

କେରଳରୁ ଶିକ୍ଷା: ପ୍ରକୃତି ସହ ଖେଳ, ଡାକି ଆଣିବ ବିପଦ …

ଭୁବନେଶ୍ୱର : କେରଳର ୱୟେନାଦ ଜିଲ୍ଲାର ବର୍ତ୍ତମାନ ସୃଷ୍ଟି ହେଇଥିବା ବିଧ୍ଵଂସୀ ଭୂସ୍ଖଳନରେ ସଦ୍ୟତମ ସମ୍ବାଦ ଅନୁଯାୟୀ ୨୦୦ ପାଖାପାଖି  ମୃତ୍ୟୁ ବରଣ କରିଛନ୍ତି ଓ ଶତାଧିକ ଆହତ ହୋଇଛନ୍ତି । ଆମ ରାଜ୍ୟର କିଛି ଡାକ୍ତର ଏଥିରେ ମୃତ୍ୟୁ ବରଣ କରିଛନ୍ତି ଓ କେତେକ ନିଖୋଜ ଅଛନ୍ତି । ଅଧିକରୁ ଅଧିକ ଜନ ଜୀବନ କ୍ଷତି ର ଆଶଙ୍କା କୁ ମଧ୍ୟ ଅସ୍ବୀକାର କରି ହେବ ନାହିଁ । ୨୦୨୩ରେ ଇସ୍ରୋ ର  ଜାତୀୟ ରିମୋଟ…

Read More

ନବୀନ ଜିନ୍ଦଲଙ୍କୁ ମହାତ୍ମା ହଂସରାଜ ଗୌରବ ପୁରସ୍କାର

ନୂଆଦିଲ୍ଲୀ / ଭୁବନେଶ୍ବର ୨୯/୦୭/ : ଦିଲ୍ଲୀ ବିଶ୍ୱବିଦ୍ୟାଳୟର ହଂସରାଜ କଲେଜର ୭୭ତମ ପ୍ରତିଷ୍ଠା ଦିବସ ସମାରୋହରେ କୁରୁକ୍ଷେତ୍ର ସାଂସଦ ତଥା ଦେଶର ଅଗ୍ରଣୀ ଶିଳ୍ପପତି ଶ୍ରୀ ନବୀନ ଜିନ୍ଦଲଙ୍କୁ ମହାତ୍ମା ହଂସରାଜ ଗୌରବ ପୁରସ୍କାରରେ ସମ୍ମାନିତ କରାଯାଇଛି। ଏହି ଅବସରରେ ଉପରାଷ୍ଟ୍ରପତି ଶ୍ରୀ ଜଗଦୀପ ଧନଖଡ ଜାତୀୟ ପତାକା ପାଇଁ ଦୀର୍ଘ ଆଇନଗତ ସଂଗ୍ରାମ କରିବା ଏବଂ ଏହାକୁ ଜନସାଧାରଣଙ୍କ ପାଖରେ ପହଞ୍ଚାଇବା ପାଇଁ ଶ୍ରୀ ନବୀନ ଜିନ୍ଦଲଙ୍କ ନିରନ୍ତର ପ୍ରୟାସକୁ ପ୍ରଶଂସା କରିଛନ୍ତି ।…

Read More

ଯାଜପୁର ବିଜେଡ଼ି ନେତାଙ୍କ ମଧ୍ୟରେ ଛନକା, ନବୀନଙ୍କ ଆଗରେ ଗୁହାରି..ସାର ପୁଲିସ୍ – ଅଫିସର ଆମ କଥା ଶୁଣୁନାହାନ୍ତି

ଭୁବନେଶ୍ୱର:  ପରାଜୟ ପରେ ଯାଜପୁର ଜିଲ୍ଲା ବିଜେଡି ସମୀକ୍ଷା କାର୍ଯ୍ୟ ଆରମ୍ଭ କରାଯାଇଛି। ଦୁଇଦିନ ତଳେ ନବୀନ ନିବାସର ଜିଲ୍ଲାର ନେତାମାନଙ୍କୁ ନେଇ ଏହି ସମୀକ୍ଷା କାର୍ଯ୍ୟ ଆରମ୍ଭ କରାଯାଇଛି। ପ୍ରଥମ ଦଫାରେ ଦଳରେ କିଛି ନେତୃବୃନ୍ଦ ପ୍ରଥମେ ପ୍ରମିଳା ମଲ୍ଲିକଙ୍କ ବାସଭବନରେ ବସି ନବୀନ ନିବାସ ଯାଇଥିଲେ। ସେଠାରେ ବିଧାନସଭା ନିର୍ବାଚନମଣ୍ଡଳୀଓ୍ୱାରୀ ସମୀକ୍ଷା ହୋଇଥିଲା। ଏହି ବୈଠକରେ ସବୁ ପ୍ରାର୍ଥୀ(ବିଜୟ-ପରାଜିତ)  ଅଂଶଗ୍ରହଣ କରିଥିଲେ। ବଡ଼ଟଣାରୁ ହାରିଥିବା ବର୍ଷା ପ୍ରିୟଦର୍ଶିନୀ ନଥିଲେ। ତାଙ୍କର ଜଣେ କା ରହିଥିଲେ।…

Read More

ହେମନ୍ତ ହେବେ କି ରାଜସାକ୍ଷୀ….ଦାୟିତ୍ୱ ବଢିଲା ସିନା କମିଲାନି…

ଭୁବନେଶ୍ୱର: ମୋହନ ମାଝୀ ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେବାର ପ୍ରାୟ ଏକ ମାସ ପରେ ଆଇଏଏସ୍ ସ୍ତରରେ ଏକ ଅଦଳବଦଳ କରିଥିଲେ। ନୂତନ ମୁଖ୍ୟ ଶାସନ ସଚିବ ନିଯୁକ୍ତ ପରେ ଏହି ଅଦଳବଦଳ ମଧ୍ୟମ ଧରଣର ଥିଲା। ବହୁ ଚର୍ଚ୍ଚିତ ଅଫିସର ଜି.ମାଥିଭାଥନନ୍ ଏବଂ ଭିନିଲ୍ କ୍ରିଷ୍ଣାଙ୍କୁ ଯଥାକ୍ରମେ ଦୁଇ ପ୍ରମୁଖ ବିଭାଗରୁ ଅପସାରଣ କରାଯାଇଥିଲା। ହେଲେ ବିଜେଡି ସରକାରରେ ଥିବା ଜଣେ ଆଇଏଏସଙ୍କୁ ବିଜେପି ଟାର୍ଗେଟ କରୁଥିଲା। ଏପରିକି କୋଭିଡ ସମୟରେ ହୋଇଥିବା ଜିନିଷ ପତ୍ର…

Read More