କମିଟିଟିଏ ପାଇଁ ନୂଆଦିଲ୍ଲୀରେ ନାକେଦମ୍ ମନମୋହନ-ମାନସ, ଏଯାଏଁ ଛିଣ୍ଡୁନି ଅଙ୍କ

ଭୁବନେଶ୍ୱର : ରାଜ୍ୟ ବିଧାନସଭା ନିର୍ବାଚନ ଓ ଲୋକସଭା ନିର୍ବାଚନ ପାଖେଇଲାଣି। ଦଳ  ଥରେ ଚେଷ୍ଟା କରି ତୃତୀୟରୁ ଦ୍ୱିତୀୟ ସ୍ଥାନକୁ ଆସିଛି। କେନ୍ଦ୍ରରେ ସରକାର ଅଛି। ଇଡି, ସିବିଆଇ, ଆୟକର ବିଭାଗ ମଧ୍ୟ ସାଥ୍ ଦେବ। ଦ୍ୱିତୀୟରୁ ପ୍ରଥମ ଚେଷ୍ଟା କଲେ ପୂର୍ଣ୍ଣ ସଫଳତା ନ ମିଳିପାରେ। ହେଲେ ୧୫ ରୁ ୧୬ ଲୋକସଭା ଏବଂ ୫୦ ରୁ ୬୦ ବିଧାନସଭା ଆସନ ହାତେଇ ହେବ। ୟୁପିରେ ଦଳକୁ ବିଜୟୀ କରିଥିବା ସୁନୀଲ ବଂଶଲଙ୍କ ପରି…

Read More

ବିଜେପି ଅନ୍ୟ ରାଜ୍ୟରେ ଦେଖାଉଥିବା ସକ୍ରିୟତା ଓଡ଼ିଶାରେ ଶିଥିଳ କାହିଁକି….

ଭୁବନେଶ୍ୱର : କରୋନା ସମୟ। ମଧ୍ୟପ୍ରଦେଶ ସରକାର ଭାଙ୍ଗିବା ସହ ଶିବରାଜ ସିଂ ପୁଣି ମୁଖ୍ୟମନ୍ତ୍ରୀ ହୁଅନ୍ତି। କର୍ନାଟକରେ କୁମାରସ୍ୱାମୀଙ୍କ ନାଟକୀୟ ବିଦାୟ ପୁଣି ୟେଦୁରପ୍ପା ମଙ୍ଗ ଧରନ୍ତି। ମହାରାଷ୍ଟ୍ରରେ ଶିବସେନା ଭାଙ୍ଗିଯାଏ, ପୁଣି ଏକନାଥ ସିନ୍ଧେ ମୁଖ୍ୟମନ୍ତ୍ରୀ ହୁଅନ୍ତି। ଏମିତି ବର୍ଷେ ଚାଲିଯାଏ। ଅଜିତ ପାଓ୍ୱାର ଏନସିପି ବିଧାୟକ ଦଳରେ ବିଭାଜନ କରି ଉପ ମୁଖ୍ୟମନ୍ତ୍ରୀ ହୁଅନ୍ତି।  ତେଲେଙ୍ଗାନାରେ କଂଗ୍ରେସ ବିଧାୟକ ପଦ ଛାଡି ବିଜେପି ପାଇଁ ଲଢନ୍ତି। ମାତ୍ର ଓଡ଼ିଶାରେ ବିଜେପି ନେତା ଗର୍ଜନ୍ତି…

Read More

ସଙ୍ଗଠନକୁ ଫେରିବେ ଧର୍ମେନ୍ଦ୍ର, ସମସ୍ତ ସହଯୋଗ ସହ ମିଳିଲା ସବୁଜ ସଙ୍କେତ

୨୦୨୪ ସାଧାରଣ ନିର୍ବାଚନ ପାଖେଇ ଆସିଲାଣି। ଏହାକୁ ଦୃଷ୍ଟିରେ ରଖି ବିଜେପି ବଡ଼ ପ୍ଲାନ ପ୍ରସ୍ତୁତ କରୁଛି। ଜାତୀୟ ରାଜନୀତିର କ୍ଷମତା ଖେଳ ଓ ଦୀର୍ଘ ପ୍ରଶାସନିକ ଅନୁଭବ ଥିବା ନେତାଙ୍କୁ ବିଭିନ୍ନ ରାଜ୍ୟର ସଙ୍ଗଠନରେ ଅବସ୍ଥାପିତ କରାଯିବ। କାହାକୁ ରାଜ୍ୟ ବିଜେପି ସଭାପତି କରାଯିବ ତ କାହାକୁ ପ୍ରଚାର କମିଟି ଅଧ୍ୟକ୍ଷ କରାଯିବ। ଏହି କ୍ରମରେ ଓଡ଼ିଶାରେ କାହାକୁ କଣ କରାଯିବ, ସେ ନେଇ ଉତ୍କଣ୍ଠା ଲାଗି ରହିଛି। ନୂଆ ସଭାପତି, ନୂଆ ପ୍ରଭାରୀ, ସହ…

Read More