କେଉଁ ନିଷ୍ପତ୍ତି ନେବାକୁ ଯାଉଛନ୍ତି ଏହି ତିନି ବରିଷ୍ଠ ଆଇପିଏସ୍ ଅଧିକାରୀ…….ଇଏ ରହିବେ ହେଲେ…ସେମାନେ ପଳେଇବେ… ହେଲେ କୁଆଡେ

ଭୁବନେଶ୍ୱର:  ଓଡ଼ିଶାରେ ବିଜେପି ସରକାର କରିବା ପରେ ଏକାଧିକ ପ୍ରଶାସନିକ ନିଷ୍ପତ୍ତି ନେଇଛି। ହେଲେ ଅଧିକାରୀ ସ୍ତରରେ ମଧ୍ୟ ଏକାଧିକ ନିଷ୍ପତ୍ତି ଗ୍ରହଣ କରିଛି। ମୁଖ୍ୟ ଶାସନ ସଚିବ ଭାବେ ମନୋଜ ଆହୁଜା ଏବଂ ପୁଲିସ୍ ମହାନିର୍ଦ୍ଦେଶକ ଭାବେ ଓ୍ୱାଇ.ବି ଖୁରାନିଆଙ୍କୁ ଦାୟିତ୍ୱ ଦେଇଛି। ଆଡଭୋକେଟ ଜେନେରାଲ ଭାବେ ବିଜେପି ନେତା ପୀତାମ୍ବର ଆଚାର୍ଯ୍ୟଙ୍କୁ ନିଯୁକ୍ତି କରାଯାଇଛି। ଆଇଏଏସ୍ ସ୍ତରରେ ଅଦଳବଦଳ ମଧ୍ୟ ହୋଇଛି। ହେଲେ ହେମନ୍ତ ଶର୍ମା ପୂର୍ବଭଳି ଅଛନ୍ତି। ଏକଦା ବିଜେପି ଶ୍ରୀ ଶର୍ମାଙ୍କ…

Read More

ସ୍ଥାୟୀ ଏସପିଙ୍କୁ ଅପେକ୍ଷା କରି ରହିଛି ବ୍ରହ୍ମପୁର ପୁଲିସ୍, ଟ୍ରାଫିକ ବ୍ୟବସ୍ଥା ଅସମ୍ଭାଳ..ଆସୁଛି ପାର୍ବଣ.. ହଣା ଖାଇବା ଭୟରେ ସୁନା ଦୋକାନୀ… ଜୁନିୟର ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣିକୁ ଯାଉନାହାନ୍ତି ସିନିୟର ଆଇପିଏସ୍ ….

ବ୍ରହ୍ମପୁର: (ବ୍ୟୁରୋ)- ରାଜ୍ୟରେ ଥିବା ପାଞ୍ଚୋଟି ମହାନଗର ନିଗମ ମଧ୍ୟରେ ବ୍ରହ୍ମପୁର ଟିକେ ସ୍ୱତନ୍ତ୍ର। ଆପରାଧିକ କାର୍ଯ୍ୟକଳାପ, ଗୋଷ୍ଠୀ ସଂଘର୍ଷ ଓ ପାର୍ବଣକୁ ନେଇ ଅପରାଧରେ ଏହା ଅନ୍ୟ ଚାରି ମହାନଗର ଠାରୁ ଢେର ଆଗରେ। ବ୍ରହ୍ମପୁର ଗଞ୍ଜାମ ଜିଲ୍ଲାର ହୃଦୟ। ବ୍ରହ୍ମପୁରରେ ବିବାଦ, ଗଣ୍ଡଗୋଳ ତୁରନ୍ତ ଏହାର ଆଖପାଖ ଅଞ୍ଚଳକୁ ବ୍ୟାପିଥାଏ। ଦୁଇରୁ ତିନିମାସ ହେବ ବ୍ରହ୍ମପୁର ସମେତ ଗଞ୍ଜାମ ଜିଲ୍ଲାର ଆଇନ ଶୃଙ୍ଖଳା ପରିସ୍ଥିତି ନେଇ ବିଭ୍ରାଟ ସୃଷ୍ଟି ହୋଇଛି। ଏହା ଏକ ପ୍ରଶାସନିକ…

Read More

ଲଣ୍ଡା ଗୋପାଳ ନେଇଥିଲା ଶପଥ, ନିଜେ ମରିବା ପୂର୍ବରୁ ନବଙ୍କୁ ମାରିଦେଲା ..କ୍ରାଇମବ୍ରାଞ୍ଚ ଦେଲା ରିପୋର୍ଟ

ଭୁବନେଶ୍ୱର : ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ତଥା ବାହୁବଳି ନେତା ନବଦାସଙ୍କ ହତ୍ୟା ମାମଲାରେ ନୂଆ ତଥ୍ୟ ସାମନାକୁ ଆସିଛି। ନବଙ୍କୁ ମାରିବା ପାଇଁ ଅଭିଯୁକ୍ତ ଗୋପାଳ ଦାସ ବଜ୍ର ଶପଥ ନେଇଥିଲା। ସ୍ୱର୍ଗତ ଦାସଙ୍କୁ ହତ୍ୟା କରିବା ପାଇଁ  କୁଆଡେ ଏକଦା ଲଣ୍ଡା ହୋଇ ଶପଥ ନେଇଥିଲା ଅଭିଯୁକ୍ତ ଗୋପାଳ। କ୍ରାଇମବ୍ରାଞ୍ଚ ଦାଖଲ କରିଥିବା ୫ ଶହ ପୃଷ୍ଠାର ଚାର୍ଜସିଟରେ ଏଭଳି କିଛି ତଥ୍ୟ ଓଡ଼ିଶା ପୁଲିସ୍ ରେକର୍ଡଭୁକ୍ତ କରିଛି । ହତ୍ୟାକାଣ୍ଡ ପୂର୍ବରୁ ଭାଇ ସତ୍ୟନାରାୟଣ…

Read More