ସ୍ବତନ୍ତ୍ର ବିଧାନସଭା ଅଧିବେଶନ;ଆଜି ୪୫ ଜଣ ବିଧାୟକ ନେବେ ଶପଥ…

ଭୁବନେଶ୍ବର :୩ ଦିନିଆ ସ୍ବତନ୍ତ୍ର ବିଧାନସଭା ଅଧିବେଶନ ଗତକାଲି (ମଙ୍ଗଳବାର)ଠାରୁ ଆରମ୍ଭ ହୋଇଛି। ଏହି ଅବସରରେ ପ୍ରଥମ ଦିନରେ କାମଚଳା ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କୁ ମିଶାଇ ୧୦୨ଜଣ ନବନିର୍ବାଚିତ ବିଧାୟକ ବିଧାନସଭା ସଦସ୍ୟଭାବେ ଶପଥ ଗ୍ରହଣ କରିଛନ୍ତି। ଆଜି (ବୁଧବାର) ଅବଶିଷ୍ଟ ୪୫ଜଣ ନବ ନିର୍ବାଚିତ ବିଧାୟକ ପଦ ଓ ଗୋପନୀୟତାର ଶପଥ ପାଠ କରିବାର କାର୍ଯ୍ୟକ୍ରମ ରହିଛି। ୨୦ ତାରିଖରେ ନୂଆ ବାଚସ୍ପତି ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ଏନେଇ ଆଜି ପ୍ରାର୍ଥୀମାନେ ନାମାଙ୍କନପତ୍ର…

Read More

ଆମ ଜିଲ୍ଲାରେ ଆମ ମନପସନ୍ଦର ଅଧିକାରୀଙ୍କୁ ନିଯୁକ୍ତି ଦିଅ

ଭୁବନେଶ୍ୱର – ନିର୍ବାଚନ ପାଖେଇ ଆସିଲାଣି ।  ରାଜ୍ୟ ସରକାର ଆଗୁଆ ନିର୍ବାଚନ ନେଇ ଅଣ୍ଟା ଭିଡିଛନ୍ତି। ଏହି କଥା ପରୋକ୍ଷରେ କେତେକ ବିଜେଡି ନେତାମାନଙ୍କୁ କୁହାଗଲାଣି । ଏସବୁ  ମଧ୍ୟରେ ନେତାମାନେ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ଦପ୍ତରରେ ଏକ ନିର୍ଦ୍ଦିଷ୍ଟ ଆପତ୍ତି ଅଭିଯୋଗ କରିଛନ୍ତି । ରାଜ୍ୟରେ ଅଫିସର ରାଜ ଚାଲିଥିବା ଏକ ଧାରଣା ବିରୋଧି ସୃଷ୍ଟି କରିଛନ୍ତି । ତେଣୁ ଏହାକୁ ଚେକ୍ ଦେବାକୁ ହେବ । ତେଣୁ ଅନ୍ତଃତ ଜିଲ୍ଲାସ୍ତରରେ ହେଉଥିବା ଅଦଳବଦଳରେ ନେତାଙ୍କ…

Read More

କୌଣସି ବୈଠକକୁ ଗଲେ ନାହିଁ ନବୀନ ପଟ୍ଟନାୟକ, ଦିଲ୍ଲୀ ଅଧ୍ୟାଦେଶ ଉପରେ ନେଇ ପାରୁନାହାନ୍ତି ନିଷ୍ପତ୍ତି

ଭୁବନେଶ୍ୱର :  ରାଜଧାନୀ ଦିଲ୍ଲୀରେ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ(ଏନଡିଏ) ଏବଂ ବେଙ୍ଗଲୁରୁରେ ବିରୋଧି ଦଳ ସମୂହଙ୍କ ବୈଠକ ମଙ୍ଗଳବାର ଦିନ ଅନୁଷ୍ଠିତ ହୋଇଛି। ମାତ୍ର ଏହି ବୈଠକରେ ଭାରତବର୍ଷର କେତେକ ପ୍ରମୁଖ ରାଜନୈତିକ ଦଳ ଯୋଗ ଦେଇନାହାନ୍ତି। ସେମାନଙ୍କ ମଧ୍ୟରେ ଓଡ଼ିଶାରେ ଶାସନ କରୁଥିବା ବିଜେଡି, ଆନ୍ଧ୍ର ପ୍ରଦେଶରେ ଶାସନ କରୁଥିବା ଓ୍ୱାଇଏସଆର କଂଗ୍ରେସ, ବିରୋଧି ଟିଡିପି, ପଞ୍ଜାବରେ ଶିରୋମଣି ଅକାଳି ଦଳ , ତେଲେଙ୍ଗାନାର ବିଆରଏସ୍, ଏଆଇଏମଆଇଏମ୍ ଏବଂ ବିଏସପି ରହିଛନ୍ତି। ବିଜେଡି ପୂର୍ବଭଳି ସମଦୂରତ୍ୱ…

Read More