AICC କେତେ ସିରିୟସ୍ ପିସିସି ସଭାପତି ଚୟନ ଓ ପ୍ରସଙ୍ଗ ଆଭିମୁଖ୍ୟରୁ ଜଣାପଡିବ

ଭୁବନେଶ୍ୱର : ସବୁ ସମୟରେ ବ୍ୟକ୍ତିକୈନ୍ଦ୍ରିକ ରାଜନୀତି ନିର୍ବାଚନୀ ସଫଳତା ପାଇ ନ ଥାଏ। କୌଣସି ପ୍ରସଙ୍ଗକୁ ଆୟୁଧ କରି ହିଁ ରାଜନୀତି ନିର୍ଦ୍ଦାରଣ ହୋଇଥାଏ। ଯାହା ଗତ ସାଧାରଣ ନିର୍ବାଚନରେ ପ୍ରତିଫଳିତ ହୋଇଛି। କେନ୍ଦ୍ରରେ ସମ୍ବିଧାନ ବଞ୍ଚାଅ-ସଂରକ୍ଷଣ ବଞ୍ଚାଅ ସ୍ଲୋଗାନ ବିଜେପିକୁ ଏକକ ସଂଖ୍ୟାଗରିଷ୍ଠତାରୁ ଦୂରେଇ ରଖିଥିଲା। ଅନୁରୂପ ଭାବେ ଓଡ଼ିଶାରେ ଓଡ଼ିଆ ଅସ୍ମିତା କଥା ବିଜେପିକୁ ସଫଳତା ଆଣିଦେଲା। ବର୍ତ୍ତମାନ ସମୟରେ ଏହି ଦୁଇ ପ୍ରସଙ୍ଗ ପୁରୁଣା ହେବାକୁ ବସିଥିଲା। ହେଲେ ଲାଟେରାଲ ଏଣ୍ଟ୍ରି…

Read More

ପାଣ୍ଡିଆନଙ୍କୁ ପ୍ରତି କଥାରେ ପ୍ରୋତ୍ସାହନ ଦେଇଥିବା ନବୀନ କାହିଁକି ତଦନ୍ତ ପରିସରଭୁକ୍ତ ହେବେ ନାହିଁ…………ବିଜେପି ନବୀନଙ୍କ ଉପରେ ଦୟା ଦେଖାଉଛି କି…

ଭୁବନେଶ୍ୱର : ଭିକେ ପାଣ୍ଡିଆନ ବିଜେଡିକୁ ବୁଡେଇ ଦେଲେ। ତାଙ୍କ ଯୋଗୁ ବିଜେଡି ନିର୍ବାଚନ ହାରିଲା। ତାଙ୍କ ଉପସ୍ଥିତି ଏବେ ବି ନବୀନ ନିବାସରେ ରହିଛି। ପରାଜୟର ବ୍ୟବଚ୍ଛେଦ ନ କରି ଅପେକ୍ଷାକୃତ ଦୁର୍ବଳ ଷ୍ଟିଅରିଂ କମିଟି ପଛରେ ଭିକେ ପାଣ୍ଡିଆନଙ୍କ ହାତ ରହିଛି ବୋଲି କୁହାଯାଉଛି। ସେହିପରି ସେ ବେଆଇନ ଭାବେ ବିମାନରେ ଉଡି ବୁଲିଛନ୍ତି। ଏହାର ତଦନ୍ତ ହେବ, ଏପରି ଏକ ବୟାନ ଦେଇଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଜେନା। ହେଲେ ପାଣ୍ଡିଆନ ବୁଲିବା…

Read More

ଶେଷ ମୁହୂର୍ତ୍ତରେ ନଡ୍ଡା, ଧର୍ମେନ୍ଦ୍ର ଓହରିଲେ..ଆଗରୁ ନିଷ୍ପତ୍ତି ନେଇଥିଲେ ପରିପକ୍ୱ ପରିଚୟ ମିଳିଥାଆନ୍ତା…

ଭୁବନେଶ୍ୱର : ଏହି ଆଲେଖ୍ୟଟି ଲେଖା ହେଲା ବେଳକୁ ପ୍ରସ୍ତାବିତ କାର୍ଯ୍ୟକ୍ରମ ବଦଳି ଯାଇଥିବା କୁହାଯାଉଛି। ମାତ୍ର ପୂର୍ବପରି କଂଗ୍ରେସ ଓ ବିଜେଡି ଆନୁଷ୍ଠାନିକ ଭାବେ କାର୍ଯ୍ୟକ୍ରମରେ ଯୋଗ ନ ଦେବା ପାଇଁ ଘୋଷଣା କରିସାରିଛନ୍ତି। ଘଟଣାଟି ଏହି ପରି ଓଡ଼ିଶା ବିଧାନସଭାର ନବ ନିର୍ବାଚିତ ବିଧାୟକମାନଙ୍କ ଏକ କର୍ମଶାଳା ଓଡ଼ିଶା ବିଧାନସଭାରେ ହେବାର ରହିଥିଲା। ଏହି କାର୍ଯ୍ୟକ୍ରମକୁ ଶୁଭାରମ୍ଭ କରିବା ପାଇଁ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ସରକାରୀ ଦଳ ପକ୍ଷରୁ ଆମନ୍ତ୍ରଣ କରାଯାଇଥିଲା। ସେହିପରି…

Read More

କେବେ ଆମେ ବିକଶିତ ହେବା ? ୨୦୩୬ ନା ୨୦୪୭ରେ !!!

ଭୁବନେଶ୍ୱର : (ରଙ୍ଗାଚରଣ ପ୍ରଧାନ)- ହେ ଓଡ଼ିଶାର ଧୁରନ୍ଧରଗଣ ,  ଆପଣମାନେ ଆମକୁ ଶୁଣାଇ ଶୁଣାଇ ଆମ କାନ ପଚେଇ ସାରିଲେଣି, ୨୦୩୬ ରେ ଓଡ଼ିଶା ବିକଶିତ ରାଜ୍ୟ ହେବ। ୨୦୪୭ ରେ ଭାରତ ବିକଶିତ ଦେଶ ହେବ। ଥରୁଟିଏ ପଚାରି ଆସି ତ କୁହନ୍ତୁ,  ସେ ବିକଶିତର ସଂଜ୍ଞା କ’ଣ ? ଜିଡିପିରେ ତ ?  ଟଙ୍କା ଆକାରରେ ନା ଡଲାର ଆକାରରେ ? କାରଣ ବିକଶିତ ହେଉଛି ଏକ ଅନ୍ତଃରାଷ୍ଟ୍ରୀୟ ମାପକ । ଟଙ୍କା…

Read More

ମୋହନ ମାଝୀ-ମମତା ବାନାର୍ଜୀ ବାର୍ତ୍ତାଳାପର ସତ୍ୟତା କଣ- ଆଳୁ ନା ଯେସାକୁ ତେସା ନୀତି

ଭୁବନେଶ୍ୱର ଓ କୋଲକତା  :  ବାଲାଂଦେଶର ଶାସକ ପଳାୟନ ହେବା, ସହ ନୂଆ ଅନ୍ତରୀଣ ସରକାର ଗଠିତ ହୋଇଛି। କେତେକ ଏହାକୁ ଇସଲାମିକ କ୍ରାନ୍ତି ବୋଲି ଅଭିହିତ କରିଛନ୍ତି। ବଙ୍ଗାଳୀ କହୁଥିବା ମୁସଲମାନଙ୍କ ଦେଶ ବାଲାଂଦେଶ। ତାକୁ ଲାଗିଛି ଆମ ପଶ୍ଚିମବଙ୍ଗ। ଯେଉଁ ଠାରେ ପ୍ରାୟ ୨୭ ପ୍ରତିଶତ ମୁସଲିମ୍ ରହିଛନ୍ତି। ସେମାନେ ବିଭିନ୍ନ କାମରେ ଓଡ଼ିଶା ଆସନ୍ତି। ସେମାନଙ୍କ ମଧ୍ୟରୁ କେତେଜଣଙ୍କୁ ବାଲାଂଦେଶୀ ସନ୍ଦେହରେ ଗାଁ, ଗଣ୍ଡାକେ ମାଡ ହେଲା। ଏହାର ପ୍ରତିବାଦରେ ମେଦିନାପୁରରେ ଓଡ଼ିଆ…

Read More

ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳୁଛି, ଅବାନ୍ତର କଥା ଶୁଣିବା ଦେହସୁହା ହେଲାଣି

ଭୁବନେଶ୍ୱର : (ହେମନ୍ତ ମହାନ୍ତି) କିଛି ଦିନ ହେବ ଅଭାବନୀୟ ଦୃଶ୍ୟ ସବୁ ଦେଖିବାକୁ ଓ ଶୁଣିବାକୁ ମିଳୁଛି ମିଳୁଛି !! ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଭଜନଲାଲ ଶର୍ମା କହିଲେ ୧୯୫୧ମସିହାରେ ଦେଶ ସ୍ବାଧୀନ ହୋଇଥିଲା। କେନ୍ଦ୍ରମନ୍ତ୍ରୀ ଜୁଏଲ୍ ଓରାମ କହିଲେ ୧୯୭୫ମସିହାରେ ଦେଶ ସ୍ୱାଧୀନ ହେଲା। ସାଂସଦ କଙ୍ଗନା ରାଣାୱତ୍ କହିଥିଲେ ଯେ, ୨୦୧୪ମସିହାରେ ଦେଶ ସ୍ବାଧୀନ ହେଲା। ଏବିଭିପିର ଗୋଟେ ଝିଅ ଲଲନଟପ୍ ୟୁଟ୍ୟୁବରେ ଆମକୁ ସ୍ୱାଧିନତା ଲିଜ୍ ଆକାରରେ ମିଳିଛି ବୋଲି କହିଥିଲେ। ହେଲେ…

Read More

ଓଡ଼ିଶା ଶାନ୍ତିପ୍ରିୟ ରାଜ୍ୟ, ସାମ୍ପ୍ରଦାୟିକ ସୌହାର୍ଦ୍ଦ୍ୟ ବଜାୟ ରହୁ : ନବୀନ

ଭୁବନେଶ୍ୱର :  ଦେଶର ପଡୋଶୀ ରାଷ୍ଟ୍ରର ଶାସକର ପରିବର୍ତ୍ତନ। ଏହାର ପ୍ରଭାବରେ ପୂର୍ବ ଭାରତର ବିଭିନ୍ନ ଜିଲ୍ଲାରେ ନିର୍ଦ୍ଦିଷ୍ଟ ସମ୍ପ୍ରଦାୟକୁ ଟାର୍ଗେଟ କରିବା ଭଳି ଘଟଣାକୁ ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି।  ଏକ ବାର୍ତ୍ତା ମାଧ୍ୟମରେ ସ୍ୱାଧିନତା ଦିବସ ପୂର୍ବରୁ ସେ କହିଛନ୍ତି ଯେ,  ଓଡ଼ିଶା ଏକ ଶାନ୍ତିପ୍ରିୟ ରାଜ୍ୟ ଭାବେ ଓଡ଼ିଶାର ଖ୍ୟାତି ରହିଛି। ଏହା ଏପରି ଏକ ରାଜ୍ୟ ଯେଉଁଠି ଲୋକଙ୍କ ମଧ୍ୟରେ ସାମ୍ପ୍ରଦାୟିକ ସୌହାର୍ଦ୍ଦ୍ୟ, ଶାନ୍ତି…

Read More

ବିଧାନସଭା ସରିଲେ…ଆରମ୍ଭ ବିଜେପିର ସମ୍ପ୍ରସାରଣ ଓ ଥଇଥାନ ପଦ……ଲବି ପାଇଁ କିଏ ଦିଲ୍ଲୀରେ… କିଏ ମନମୋହନଙ୍କ ପଛରେ…

ଭୁବନେଶ୍ୱର : କେନ୍ଦ୍ର ଓ ରାଜ୍ୟରେ ବିଜେପି ସରକାର ଗଠନ କରିବା ଇତି ମଧ୍ୟରେ ଅଢେଇ ମାସ ହୋଇଗଲାଣି। କେନ୍ଦ୍ରରେ ଲଗାତର ତୃତୀୟ ଥର ସରକାର ଗଠନ ହୋଇଥିବା ବେଳେ ରାଜ୍ୟରେ ପ୍ରଥମ ଥର ପାଇଁ ବିଜେପି ସରକାରକୁ ଆସିଛି। ଏହା ପୂର୍ବରୁ ଦୁଇ ପାଳି ଦଳ ବିଜେଡି ସହ ମେଣ୍ଟ କରି କ୍ଷମତାର ସ୍ୱାଦ ଚାଖିଛି। ପ୍ରଥମ ଥର ସରକାର ଗଠନ ହୋଇଥିବାରୁ ସରକାରୀ ନିଯୁକ୍ତି ଓ ଥଇଥାନ ଧିମା ପଡିଯାଇଛି। ତେଣୁ ଦଳର କାର୍ଯ୍ୟକର୍ତ୍ତା…

Read More

ବିଜେଡି କାହିଁକି  ହାରିଲା….ସବୁ ଖୋଲି କହିଦେଲେ ରଘୁ ସାହୁ…….

ଭୁବନେଶ୍ୱର : ମୋତେ ଚିଲିକାରୁ ପ୍ରାର୍ଥୀ ନ କରିବାକୁ କିଛି ବ୍ୟକ୍ତି ଚକ୍ରାନ୍ତ କରିଥିଲେ। ମୋ ବଦଳରେ ମାନସ ମଙ୍ଗରାଜଙ୍କୁ ପ୍ରାର୍ଥୀ କରିବାକୁ ଚାହୁଁଥିଲେ। ମାତ୍ର କର୍ମୀ ଓ ଲୋକଙ୍କ ମଧ୍ୟରେ ମୋର ଗ୍ରହଣୀୟତା ଥିଲା। ତତ୍କାଳୀନ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏହି ଖେଳର ମୁଖ୍ୟ କାର୍ପଟଦାର ଥିଲେ। ତାଙ୍କ ପାରିବାରିକ ବନ୍ଧୁ ରବୀନ୍ଦ୍ର ଜେନା ଖୋର୍ଦ୍ଧା ଜିଲ୍ଲା ପ୍ରଭାରୀ ଥିଲେ। ମାତ୍ର ସେ କିଛି ବୁଝୁ ନ ଥିଲେ। ବବି ସବୁଥିରେ ମାମଲାତି…

Read More

ବାଲାଂଦେଶର ଛାତ୍ରଶକ୍ତିର ଅଭ୍ୟୁଦୟ, ସେବେ -ଏବେ -ଏକ ଆଲୋଚନା

ନୂଆଦିଲ୍ଲୀ :*(ବିଜୟ ସାହୁ) ବଙ୍ଗଳାଦେଶ ବେଗମ ରୋକେୟା ବିଶ୍ୱବିଦ୍ୟାଳୟର ମେଧାବୀ ଛାତ୍ର ଆବୁ ସୈୟେଦ । ଇଂରାଜୀ ବିଭାଗର ଅନେକ ମେଧାବୃତ୍ତି ପ୍ରାପ୍ତ ଛାତ୍ର । ବେଗମ ରୋକେୟା ବିଶ୍ୱବିଦ୍ୟାଳୟ ନାରୀବାଦୀ ଲେଖକ ଓ ସାମାଜିକ କର୍ମୀ ବେଗମ ରୋକେୟାଙ୍କ ନାମରେ ନାମିତ । ଏହି ସରକାରୀ ଗବେଷଣା ବିଶ୍ୱବିଦ୍ୟାଳୟ ରଙ୍ଗପୁର ବିଶ୍ୱବିଦ୍ୟାଳୟ ନାମରେ ନାମିତ ଥିଲା । ପରେ ବେଗମ ରୋକେୟା ବିଶ୍ୱବିଦ୍ୟାଳୟ ହେଇଥିଲା । ଆବୁ ସୈୟେଦ ୨୦୨୪, ୧୬ଜୁଲାଇରେ ସଂରକ୍ଷଣ ସଂସ୍କାର ଆନ୍ଦୋଳନରେ…

Read More