ଓଡ଼ିଶାର ମୁଖ୍ୟମନ୍ତ୍ରୀ ହେଲେ ମୋହନ ଚରଣ ମାଝୀ ; ଦୀର୍ଘ ୨୫ ବର୍ଷ ପରେ ରାଜ୍ୟ ଦେଖିଲା ଉପମୁଖ୍ୟମନ୍ତ୍ରୀ
ଭୁବନେଶ୍ବର : ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ହେଲେ ମୋହନ ଚରଣ ମାଝୀ । ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଆଜି ରାଜ୍ୟ ବିଜେପି କାର୍ଯ୍ୟାଳୟରେ ବିଧାୟକ ଦଳ ବୈଠକ ପରେ ମୋହନ ଚରଣ ମାଝୀଙ୍କ ନାଁ ଘୋଷଣା କରିଛି ରାଜ୍ୟ ବିଜେପି। ବୈଠକରେ ଦୁଇ କେନ୍ଦ୍ର ପର୍ଯ୍ୟବେକ୍ଷକ ରାଜନାଥ ସିଂହ, ଭୁପେନ୍ଦ୍ର ଯାଦବ ମଧ୍ୟ ଉପସ୍ଥିତ ରହି । ପୂର୍ବରୁ ଅନେକଙ୍କ ନାଁ ମୁଖ୍ୟମନ୍ତ୍ରୀ ଦୌଡରେ ସାମିଲ ଥିଲା । ତେବେ ଆଜି ଏହା ସ୍ପଷ୍ଟ…
