ଜାନୁୟାରୀ ସର୍ଭେକୁ ଅଶ୍ୱିନୀ ବୈଷ୍ଣବଙ୍କ ଅପେକ୍ଷା , ଓଡ଼ିଶାରୁ ଲଢିବେ ନା ନାହିଁ…ନେବେ ନିଷ୍ପତ୍ତି…
ବାଲେଶ୍ୱର : ବାଲେଶ୍ୱର ଲୋକସଭା ନିର୍ବାଚନମଣ୍ଡଳୀର ଲୋକ କଣ ଚାହୁଁଛନ୍ତି ? ସେମାନେ କଣ ପୁଣି ଥରେ ବିଜେପି ପ୍ରାର୍ଥୀଙ୍କୁ ଭୋଟ୍ ଦେବେ? ଗତଥର ଥିବା ବିଜେପି ସପକ୍ଷବାଦୀ ପରିବେଶ ଏଥର ରହିବ ତ? ଯଦି ପ୍ରତାପ ଷଡଙ୍ଗୀ ପ୍ରାର୍ଥୀ ନ ହୁଅନ୍ତି, ତେବେ କିଏ ବିଜେପିରୁ ପ୍ରାର୍ଥୀ ହେଲେ ଭଲ? ଅଶ୍ୱିନୀ ବୈଷ୍ଣବ ପ୍ରାର୍ଥୀ ହେଲେ ବାଲେଶ୍ୱର ଲୋକସଭାରୁ ଜିତି ପାରିବେ କି ? ଐର ଖାରବେଳ ସ୍ୱାଇଁ-ପ୍ରତାପ ଷଡଙ୍ଗୀ-ଅଶ୍ୱିନୀ ବୈଷ୍ଣବ..ଏମାନଙ୍କ ମଧ୍ୟରୁ କିଏ ବିଜେପି…
