ଲାଇକେରା ଓ କିରିମେରା ହେଲା ଓଡ଼ିଶାର ୨୩ତମ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା

ଭୁବନେଶ୍ୱର : ଝାରସୁଗୁଡ଼ା ଜିଲ୍ଲାର ଲାଇକେରା ଓ କିରୀମେରା — ଏହି ଦୁଇଟି ବ୍ଲକକୁ ନୂତନ ଭାବରେ ଗଠିତ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାଇଁ ରାଜ୍ୟ ସରକାର 9 ଟି ନୂତନ ପଦବୀକୁ ମଞ୍ଜୁରୀ ଦେଇଛନ୍ତି। ଏହା ଅଧୀନରେ ଲାଇକେର ଓ କିରୀମେରା ବ୍ଲକର ସମସ୍ତ ଗାଁ ଏହି ନୂତନ ITDA ଅଧୀନରେ ରହିବ।ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏହି ନୂତନ ପଦବୀକୁ ଅନୁମୋଦନ ଦେଇଛନ୍ତି। ଏହାଦ୍ବାରା ଏହି ଦୁଇଟି ବ୍ଲକରେ ଜନଜାତି ବିକାଶ ଓ…

Read More

ଓଡ଼ିଶାର ଭୂତଳ ଜଳରେ ରହିଛି ଏହି ୨ ହାନିକାରକ ପଦାର୍ଥ

ଭୁବନେଶ୍ୱର:  ରାଜ୍ୟର ବିଭିନ୍ନ ଜିଲ୍ଲାରେ ଜଳରେ ବିଷାକ୍ତ ପଦାର୍ଥ ଦେଖିବାକୁ ମିଳୁଛି। ଯାହାକୁ ନେଇ ସ୍ୱାସ୍ଥ୍ୟ ବିଶେଷଜ୍ଞମାନେ ଚିନ୍ତା ପ୍ରକଟ କରିଛନ୍ତି। ଏପରିକି ରାଜ୍ୟର କେତେକ ସ୍ଥାନରେ ଜଳରେ ୟୁରାନିୟମ,କ୍ରୋମିୟମ ଓ ସୀସା ଭଳି ଜଳ-ହାନିକାରକ ସାମଗ୍ରୀ ମଧ୍ୟ ମିଳିଛି । ନିକଟରେ କେନ୍ଦ୍ରୀୟ ଜଳ ଆୟୋଗ ପକ୍ଷରୁ ଦେଶର ବିଭିନ୍ନ ସ୍ଥାନରେ କରାଯାଇଥିବା ଦେଶବ୍ୟାପୀ ପରୀକ୍ଷଣରୁ ଏହା ଜଣାପଡିଛି।  ଏଥିରେ ରାଜ୍ୟର ୧୨୧୨ଟି କୂପ ସାମିଲ ହୋଇଥିଲା । ଏଥିରୁ ୪୯୧ଟି କୂପରେ ଜଳସ୍ତର ୪୦.୫…

Read More

ଓଡ଼ିଶାର ୮୯୦ଟି ଏସବିଆଇ ଶାଖାରେ ୨୦୦୦ ଟଙ୍କିଆ ବଦଳ କରିହେବ

ଭୁବନେଶ୍ୱର : ରାଜ୍ୟର ମୋଟ ୮୯୦ଟି ଭାରତୀୟ ଷ୍ଟେଟ ବ୍ୟାଙ୍କ ଶାଖାରେ ଲୋକେ ୨୦୦୦ ଟଙ୍କା ନୋଟ୍ ବଦଳ କରିପାରିବେ ବୋଲି ଓଡ଼ିଶା ଏସବିଆଇ ମୁଖ୍ୟ ମହାପ୍ରବନ୍ଧକ ଚନ୍ଦ୍ରଶେଖର ଶର୍ମା କହିଛନ୍ତି। ଶ୍ରୀ ଶର୍ମା କହିଛନ୍ତି ଯେ, ଓଡ଼ିଶା ଏସବିଆଇ ପାଖରେ ୧୨ ହଜାର କୋଟି ଟଙ୍କା ବଦଳ ପାଇଁ ରହିଛି। ୬୪ କରେନ୍ସି ଚେଷ୍ଟରେ ୫୦୦, ୨୦୦ ଓ ୧୦୦ ଟଙ୍କିଆ ଆକାରରେ ମହଜୁଦ ରହିଛିl ତେଣୁ ଲୋକମାନଙ୍କର କୌଣସି ସମସ୍ୟା ହେବ ନାହିଁ। ଲୋକମାନେ…

Read More