ମିଛ ମାମଲାରୁ ମୁକୁଳି ପୁଣି ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କଲେ ହେମନ୍ତ
ରାଞ୍ଚି : ପଡୋଶୀ ଝାଡଖଣ୍ଡ ରାଜ୍ୟର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ହେମନ୍ତ ସୋରେନ। ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚାର କାର୍ଯ୍ୟକାରୀ ସଭାପତି ହେମନ୍ତ ସୋରେନ୍ ପୁଣିଥରେ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ଝାଡଖଣ୍ଡର ରାଜ୍ୟପାଳ ସିପି ରାଧାକ୍ରିଷ୍ଣନ୍ ରାଜ ଭବନରେ ହେମନ୍ତ ସୋରେନଙ୍କୁ ମୁଖ୍ୟମନ୍ତ୍ରୀ ପଦ ପାଇଁ ଶପଥ ଗ୍ରହଣ କରାଇଛନ୍ତି। ଏହା ସହିତ ତୃତୀୟ ଥର ପାଇଁ ହେମନ୍ତ ସୋରେନ ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ହୋଇପାରିଛନ୍ତି। ବୁଧବାର ଦିନ ଚମ୍ପଇ ସୋରେନ ମୁଖ୍ୟମନ୍ତ୍ରୀ ପଦରୁ…