ସୁରମା ପାଢୀ ହେବେ ବାଚସ୍ପତି …

ଭୁବନେଶ୍ୱର : ଓଡ଼ିଶା ବିଧାନସଭାର ନୂଆ ବାଚସ୍ପତି ହେବେ ସୁରମା ପାଢ଼ୀ  । ବିଜେପି ପକ୍ଷରୁ ବିଧିବଦ୍ଧ ଭାବେ ତାଙ୍କ ନାମ ଘୋଷଣା କରାଯାଇଛି  । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡ଼ାଙ୍କ ସମେତ ଅନେକ ମନ୍ତ୍ରୀ ଓ ବିଧାୟକଙ୍କ ଉପସ୍ଥିତିରେ  ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ସୁରମା  । ଆସନ୍ତାକାଲି ବାଚସ୍ପତି ନିର୍ବାଚନ ହେବ  । ସୁରମା ଏକମାତ୍ର ପ୍ରାର୍ଥୀ ଭାବେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି  ।  ପୂର୍ବରୁ…

Read More

ରାୟଗଡ଼ା ଗସ୍ତ ବାତିଲ୍ କଲେ ରାହୁଲ ଗାନ୍ଧୀ …

 ରାୟଗଡ଼ା ; କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ରାୟଗଡ଼ା ଗସ୍ତ ବାତିଲ ହୋଇଛି। ସେ ଆଜି ରାୟଗଡ଼ା ଆସିବେନି। ରାୟବରେଲି ଆସନ ପାଇଁ ରାହୁଲଙ୍କ ନାଁ ଘୋଷଣା କରାଯିବା ପରେ ଆଜି ରାୟବରେଲିରେ ସେ ନାମାଙ୍କନ ଭରିବେ। ଏଥିପାଇଁ ତାଙ୍କ ଓଡ଼ିଶା ଗସ୍ତ ବାତିଲ କରାଯାଇଥିବା ସୂଚନା ଦେଇଛନ୍ତି କଂଗ୍ରେସ ଇସ୍ତାହାର କମିଟି ମୁଖ୍ୟ ପ୍ରସାଦ ହରିଚନ୍ଦନ। ଏଣେ ରାହୁଲ ଗାନ୍ଧୀଙ୍କ ବଦଳରେ ଆୟୋଜିତ ସାଧାରଣ ସଭାରେ ‌ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଉଦବୋଧନ ଦେବା ଲାଗି…

Read More