ପ୍ରକାଶ ପାଇଲା ଓଜେଇଇ ୨୦୨୪ ପରୀକ୍ଷାଫଳ…

ଭୁବନେଶ୍ୱର: ପ୍ରକାଶ ପାଇଛି ୨୦୨୪ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା ଫଳ। ଚଳିତ ଥର  ୬୫ ହଜାର ୭୪୨ ଛାତ୍ରଛାତ୍ରୀ ଓଜେଇଇ ପରୀକ୍ଷା ଦେଇଥିବା ବେଳେ ସେଥିରୁ ୫୬ହଜାର ୪୭ଜଣ ପରୀକ୍ଷାର୍ଥୀଙ୍କୁ ରାଙ୍କ କାର୍ଡ ମିଳିଛି। www.ojee.nic.inରେ ରେଜଲ୍ଟ ଉପଲବ୍ଧ ହୋଇଛି । ବି-ଫାର୍ମାରେ ସାଗରିକା ଦାଶ ଟପ୍ପର ହୋଇଥିବା ବେଳେ ଏମ୍‌‌.ଫାର୍ମାରେ ପଦ୍ମାଳୟା ମିଶ୍ର ଟପ୍ପର ହୋଇଛନ୍ତି। ଏଲ୍‌‌ଇ. ଟେକ୍‌‌(ଡିପ୍ଲୋମା)ରେ ବିଲଟୁ ମଣ୍ଡଳ ଟପ୍ପର, ଏମବିଏରେ ସୂର୍ଯ୍ୟକାନ୍ତ ପୃଷ୍ଟି, ସିଭିଲ୍‌‌ ଇଞ୍ଜିନିୟରିଂରେ ରବୀନ୍ଦ୍ର ସାହୁ ଟପ୍ପର…

Read More