
ମୋ ଆଭିମୁଖ୍ୟ ସ୍ପଷ୍ଟ କର, ରାଜସ୍ଥାନ ଛାଡ଼ିବାକୁ ମନା କଲେ ବସୁନ୍ଧରା ରାଜେ
ଜୟପୁର : ଆଗାମୀ ରାଜସ୍ଥାନ ନିର୍ବାଚନରେ ଦଳର ଚେହେରା କିଏ ହେବ। ନିର୍ବାଚନ ପରିଚାଳନାରେ ମୋ ଭୂମିକା କଣ ରହିବ। ରାଷ୍ଟ୍ରୀୟ ଅଧ୍ୟକ୍ଷ ହିସାବରେ ଆପଣ ଏବଂ ହାଇକମାଣ୍ଡ ଶୀଘ୍ର ସ୍ପଷ୍ଟ କରନ୍ତୁ। ମୁଁ ରାଷ୍ଟ୍ରୀୟ ଉପାଧ୍ୟକ୍ଷ ହୋଇଥାଇପାରେ। ହେଲେ ରାଜସ୍ଥାନ ସହ ମୂଳରୁ ଜଡିତ। ରାଜସ୍ଥାନ ବିଧାନସଭା ରାଜ୍ୟର ନିର୍ବାଚନ, ଏଠି ରାଜ୍ୟ ପ୍ରସଙ୍ଗରେ ହିଁ ଲଢେଇ ହେବ। ତେଣୁ ରାଷ୍ଟ୍ରୀୟ ନେତୃତ୍ୱ ସବୁ ପ୍ରସଙ୍ଗରେ ନିଜ ଆଭିମୁଖ୍ୟ ସ୍ପଷ୍ଟ କରୁ ବୋଲି ପୂର୍ବତନ ମୁଖ୍ୟମନ୍ତ୍ରୀ…