
ଉପ ରାଷ୍ଟ୍ରପତିଙ୍କ ଅନାସ୍ଥା ନାକଚ: ଇତିହାସରେ ଧନକଡ ଓ ହରିବଂଶଙ୍କ ଭୂମିକା
ନୂଆଦିଲ୍ଲୀ: (ବିଜୟ ସାହୁ) – ଇନସାଫ କି ଡଗର ପେ ଏ ଦେଶ ହେ ତୁମର ରଖନା ତୁମ ସମ୍ଭାଲ କେ lଧଙ୍କଡ଼ଙ୍କ ଉପରେ ଅବିଶ୍ୱାସ ପ୍ରସ୍ତାବ ନାକଚ ହେଲା ସେଥିପାଇଁ ମୁଁ ବିବ୍ରତ ନୁହେଁ । ବିବ୍ରତ ଏଇଥି ପାଇଁ ଯେ ନାକଚ କଲା ବେଳେ ରାଜ୍ୟସଭାର ସେଇ ଚେୟାରରେ କିଏ ବସିଥିଲେ ଯେଉଁଠି ଦିନେ ଦିନେ ପ୍ରଥମ ଅଧ୍ୟକ୍ଷ ସର୍ବପଲ୍ଲୀ ରାଧାକୃଷ୍ଣନ ବସିଥିଲେ । ଆମେ ଯଦି ରାଧାକୃଷ୍ଣନଙ୍କୁ ରାଜ୍ୟସଭାର ଜନକ କହୁଛେ ତାହେଲେ…