ମାୟାବତୀ, ଦେବଗୌଡ଼ାଙ୍କ ଦଳ ବିରୋଧିଙ୍କ ଅଙ୍କ ବିଗାଡ଼ିବ !

ନୂଆଦିଲ୍ଲୀ : କର୍ଣ୍ଣାଟକ ନିର୍ବାଚନରେ ବିଜୟୀ ହେବା ପରେ କଂଗ୍ରେସ ଶିବିରରେ ଉତ୍ସାହ ଆସିଛି। ଏହା ମଧ୍ୟରେ ବିରୋଧି ଦଳ ସମୂହ ଦୁଇଟି ବୈଠକ ଯଥାକ୍ରମେ ପାଟନା ଏବଂ ବେଙ୍ଗଲୁରୁରେ ଅନୁଷ୍ଠିତ ହୋଇଗଲାଣି। ହେଲେ ଭାରତ ରାଜନୀତିରେ ଦୁଇଟି ଦଳ ଏପରି ଅଛନ୍ତି, ଯେଉଁମାନେ ବିରୋଧି ଦଳ ରଣନୀତିକୁ ଫେଲ୍ କରିବାର କ୍ଷମତା ରଖିଥାନ୍ତି। ଉତ୍ତର ଭାରତରେ ମାୟାବତୀ ଏବଂ ଦକ୍ଷିଣ ଭାରତରେ ଦେବଗୌଡ଼ା ମେଣ୍ଟକୁ କ୍ଷତି ପହଞ୍ଚାଇପାରନ୍ତି।କର୍ନାଟକରେ ଯଦି ଜେଡିଏସ୍ ସହ ବିଜେପି ମେଣ୍ଟ କରେ…

Read More

ଶରତ ପଟ୍ଟନାୟକ ନିଜ ଛାଇକୁ ଡରନ୍ତି, ୨୦୨୪  ନିର୍ବାଚନ ନିଶ୍ଚୟ ଲଢିବି ବୋଲି କହିଲେ ଚିରଞ୍ଜୀବ

ଭୁବନେଶ୍ୱର :  ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ପାଦ ତଳେ ମାଟି ନାହିଁ। ନିଜର ଛାଇକୁ ଡରୁଥିବା ଲୋକ ଏପରି କରିଥାଆନ୍ତି ବୋଲି କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ସୋମବାର କହିଛନ୍ତି। ଦଳରୁ ନିଲମ୍ବନ ହେବା ପରେ ପ୍ରଥମଥର ପାଇଁ ଶ୍ରୀ ବିଶ୍ୱାଳ ଗଣମାଧ୍ୟମ ସମ୍ମୁଖରେ ଏପରି ମତ ରଖିଛନ୍ତି। ଚିରଞ୍ଜୀବ ବିଶ୍ୱାଳ କହିଥିଲେ ଯେ, ସତ କହିବା ଯଦି ପାପ ସେ ପାପ ମୁଁ ବାରମ୍ବାର କରିବି। ପ୍ରତି ପଞ୍ଚାୟତରେ ମାତ୍ର ଶହେ ରୁ ଦେଢଶହ…

Read More

ହିଞ୍ଜିଳି ସହ ଏହି ଆସନରୁ ଲଢିପାରନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ..ଲମ୍ବୁଛି ପ୍ରସ୍ତାବ….

ଭୁବନେଶ୍ୱର :  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସବୁ ବିଧାନସଭା ନିର୍ବାଚନରେ  ଗଞ୍ଜାମ ଜିଲ୍ଲା ହିଞ୍ଜିଳିରୁ ନିର୍ବାଚିତ ହୋଇ ଆସିଛନ୍ତି। ମାତ୍ର ଗତଥର ହିଞ୍ଜିଳିରେ ଲଢିବା ସହ ପଶ୍ଚିମ ଓଡ଼ିଶାର ବିଜେପୁର ଆସନରୁ ମଧ୍ୟ ଲଢିଥିଲେ। ଆସନ୍ତା ବିଧାନସଭା ନିର୍ବାଚନରେ ମଧ୍ୟ ହିଞ୍ଜିଳି ସହ ଆଉ ଏକ ଆସନରୁ ଲଢିବା ସପକ୍ଷରେ ତାଙ୍କର ନିଜସ୍ୱ ସର୍ଭେକ୍ଷଣ ଟିମ୍ ମତ ରଖିଛି। ହେଲେ ପୂର୍ବପରି ବିଜେପୁର ନ ଛିଡା ହୋଇ ନୂଆ ଆସନରୁ ଛିଡ଼ା ହେବା ପାଇଁ ପ୍ରସ୍ତାବ ଆସିଛି।…

Read More

ଅସନ୍ତୋଷର ଦୋକାନ ନାହିଁ, ଏହା ଆପେ ଫୁଟିକି ବାହାରିବ : ବିଜୟ ପଟ୍ଟନାୟକ

ଭୁବନେଶ୍ୱର : ଅଣ୍ଡା ଦୋକାନ ବନ୍ଦ କରିହେବ। ହେଲେ ଅସନ୍ତୋଷ କେମିତି ବନ୍ଦ ହେବ। ଅଣ୍ଡାର ସିନା ଦୋକାନ ଅଛି। ହେଲେ ଅସନ୍ତୋଷର ଦୋକାନ ନାହିଁ। ତେଣୁ ଅସନ୍ତୋଷ ଲୋକମାନଙ୍କ ମଧ୍ୟରେ ଫୁଟିକି ବାହାରିବ ବୋଲି କଂଗ୍ରେସ ପ୍ରଚାର କମିଟି ଅଧ୍ୟକ୍ଷ ବିଜୟ ପଟ୍ଟନାୟକ କହିଛନ୍ତି। କଂଗ୍ରେସ ଭବନରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀ ପରେ ବୈଦ୍ୟୁତିକ ଗଣମାଧ୍ୟମକୁ ସାକ୍ଷାତକାର ଦେଇ ଶ୍ରୀ ପଟ୍ଟନାୟକ ଏହା କହିଛନ୍ତି। ସେହିପରି ବିଜେପି କଦାପି ବିଜେଡିର ବିକଳ୍ପ ହୋଇପାରିବ ନାହିଁ…

Read More

ସଭାରେ କୁସୁମଙ୍କୁ କାହିଁକି ଚେତାଇଦେଲେ ଜନତା… କହିଲେ କଣ…

ସୁନ୍ଦରଗଡ଼ : କୁସୁମ ମ୍ୟାଡାମ୍ ଦଳ ଛାଡନ୍ତୁନି। ପୁଣି ଜିତିବେ। ଦଳ ଛାଡିଦେଲେ ଆପଣ ହାରିଯିବେ। ଏକଥା ସିଧାସଳଖ ଗୋଟିଏ ଜନସଭାରେ ସୁନ୍ଦରଗଡ଼ ବିଧାୟକଙ୍କୁ କହିଥିଲେ ସ୍ଥାନୀୟ ବାସିନ୍ଦା ରବିଚନ୍ଦ୍ର ପଟେଲ। ଶ୍ରୀ ପଟେଲ ଏପରି କହିବା ସମୟରେ କିଛି ସମୟ ସଭାରେ ହାସ୍ୟରୋଳ ସୃଷ୍ଟି ହୋଇଥିଲା। ମଞ୍ଚରେ ଉପସ୍ଥିତ ଥିବା କୁସୁମ ଟେଟେ ବି ଏହି କଥା ଶୁଣି ହସିଦେଇଥିଲେ। କେବଳ ଶ୍ରୀମତୀ ଟେଟେ ନୁହଁନ୍ତି, ଏହି ସଭାରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ, ତଳସରା…

Read More

ବିଜେପି ସଙ୍ଗଠନରେ ବ୍ୟାପକ ପରିବର୍ତ୍ତନ ସମ୍ଭାବନା, ଧର୍ମେନ୍ଦ୍ରଙ୍କୁ ନେଇ କଣ ରହିଛି ପ୍ଲାନ….ଜାଣନ୍ତୁ…

ନୂଆଦିଲ୍ଲୀ : ସାଧାରଣ ନିର୍ବାଚନକୁ ବର୍ଷକରୁ କମ୍ ସମୟ ରହିଲାଣି। ଏହା ପୂର୍ବରୁ ମଧ୍ୟ ପ୍ରଦେଶ, ରାଜସ୍ଥାନ, ଛତିଶଗଡ଼, ତେଲେଙ୍ଗାନା ଏବଂ ମିଜୋରମ୍ ରେ ବିଧାନସଭା ଭୋଟ ଗ୍ରହଣ ହେବ। ମଧ୍ୟପ୍ରଦେଶରେ ସରକାର ବଞ୍ଚାଇବା ବିଜେପି ପାଇଁ ପ୍ରଥମ ଚ୍ୟାଲେଞ୍ଜ ହେବ। କଂଗ୍ରେସ କଳିରୁ ରାଜସ୍ଥାନରେ ଫାଇଦା ନେବା, ଗତଥର ଅପେକ୍ଷା ଛତିଶଗଡ଼ରେ ଭଲ ପ୍ରଦର୍ଶନ କରିବା ଏବଂ ତେଲେଙ୍ଗାନାରେ ପୌର ନିର୍ବାଚନ ଫଳାଫଳ ବଜାୟ ରଖିବା ବିଜେପି ପାଇଁ ଆହ୍ୱାନ ସୃଷ୍ଟି କରୁଛି। ଏହି କ୍ରମରେ…

Read More

ନୂଆ ସଂସଦ ଉଦଘାଟନ ରାଷ୍ଟ୍ରପତିଙ୍କ ଦ୍ୱାରା ହେଉ ନ ଥିବାରୁ ଉତ୍ସବରେ ଯୋଗ ଦେବେନି ୧୯ ରାଜନୈତିକ ଦଳ

ନୂଆଦିଲ୍ଲୀ : ଦେଶର ସଂସଦ ରାଷ୍ଟ୍ରପତି, ଲୋକସଭା ଏବଂ ରାଜ୍ୟସଭାକୁ ନେଇ ଗଠିତ ହୋଇଛି। ଆସନ୍ତା ମେ’ ୨୮ ତାରିଖରେ ନୂଆ ସଂସଦ ଭବନ ଉଦ୍‌ଘାଟନ  ହେବାକୁ ଯାଉଛି। ତେଣୁ ଏହାକୁ ରାଷ୍ଟ୍ରପତି ଉଦଘାଟନ କରନ୍ତୁ ବୋଲି ଦେଶର 19 ବିରୋଧି ଦଳ ଦାବି କରିଛନ୍ତି। ହେଲେ କେନ୍ଦ୍ର ସରକାର ଏହି ନୂତନ ସଂସଦ ଭବନକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଦଘାଟନ କରିବେ ବୋଲି ସ୍ଥିର ହୋଇଛି । ଦେଶର ପ୍ରଥମ ନାଗରିକ ତଥା ମହିଳା ରାଷ୍ଟ୍ରପତି…

Read More