
ବ୍ରହ୍ମପୁର ଲୋକସଭା କିମ୍ବା ଏହା ଅଧିନର କୌଣସି ବିଧାନସଭା ପାଇଁ ସ୍ପଷ୍ଟ ସଙ୍କେତ ଦେଲେନି ନବୀନ
ଭୁବନେଶ୍ୱର : ରାଜ୍ୟର ପ୍ରଥମ ପର୍ଯ୍ୟାୟରେ ହେବାକୁ ଥିବା ସାଧାରଣ ନିର୍ବାଚନକୁ ନେଇ ବିଜେଡି ଶିବିରରେ ତତ୍ପରତା ପ୍ରକାଶ ପାଇଛି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଦିନ ନବୀନ ନିବାସରେ ସମୀକ୍ଷା କରିଛନ୍ତି। ଆଜି ପ୍ରଥମେ ବ୍ରହ୍ମପୁର ଓ ଆସ୍କା ଲୋକସଭା କ୍ଷେତ୍ରର ସମୀକ୍ଷା କରାଯାଇଥିଲା। ବ୍ରହ୍ମପୁର ଲୋକସଭା କ୍ଷେତ୍ର ନେଇ ବିଜେଡିର ସମୀକ୍ଷା ଶେଷ ହେବାପରେ ଗଜପତି ଜିଲ୍ଲା ପର୍ଯ୍ୟବେକ୍ଷକ ଅତନୁ ସବ୍ୟସାଚୀ ନାୟକ ଗଣମାଧ୍ୟମକୁ ନିଜର ପ୍ରତିକ୍ରିୟା ଦେଇଥିଲେ। ସେ…