
୧୨ ଦିନ ମଧ୍ୟରେ ଚାରି ଦ୍ୱାର ନ ଖୋଲିଲେ ହେବ ବିରାଟ ଆନ୍ଦୋଳନ
ଭୁବନେଶ୍ୱର : କରୋନା ତ ସରିଲା। ସବୁ କଟକଣା ଉଠିଲା। ମହାପ୍ରଭୁଙ୍କ ପାଇଁ ପୁଣି କଣ କଟକଣା। ସେତେବେଲେ ବେଳେ ଶ୍ରୀମନ୍ଦିରର ଚାରି ଦ୍ୱାର ବନ୍ଦ ଥିଲା। ଏବେ ତ ସେମିତି କିଛି ନାହିଁ। ତେଣୁ ଚାରି ଦ୍ୱାର ଖୋଲି ଦିଆଯାଉ। ବିଶେଷ କରି କାର୍ତ୍ତିକମାସ ପୂର୍ବରୁ ଶ୍ରୀମନ୍ଦିରର ଚାରି ଦ୍ୱାର ଖୋଲାଯାଉ ବୋଲି ରାଜ୍ୟ କଂଗ୍ରେସ କମିଟି ପକ୍ଷରୁ ଦାବି କରାଯାଉଛି। ଏହି ଦାବି ସହ ରତ୍ନଭଣ୍ଡାର ଖୋଲି ଅଳଙ୍କାର ଗଣତି କରାଯାଉ ଓ ବେଦାନ୍ତ…