
‘ସୁଭଦ୍ରା’ ଯୋଜନାକୁ ନେଇ ବଡ଼ ଘୋଷଣା, ଅଯୋଗ୍ୟ ହିତାଧିକାରୀଙ୍କ ପାଇଁ ଆସିବ ନୂଆ ଗାଇଡଲାଇନ
ଭୁବନେଶ୍ବର: ‘ସୁଭଦ୍ରା’ ଯୋଜନା ପାଇଁ ତିଆରି ହେବ ପୁଣି ଗାଇଡ଼ ଲାଇନ । ଅଯୋଗ୍ୟ ହିତାଧିକାରୀଙ୍କୁ ଯୋଜନାରେ ସାମିଲ କରିବାକୁ ବଡ଼ ଘୋଷଣା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ସେ କହିଛନ୍ତି, ଅଯୋଗ୍ୟ ହିତାଧିକାରୀଙ୍କ ପାଇଁ ନୂଆ ଗାଇଡଲାଇନ୍ ଆସିବ। ଏଥିଲାଗି ପୁଣି ତିଆରି ହେବ ସୁଭଦ୍ରା ଯୋଜନାର ଗାଇଡଲାଇନ୍। ତେବେ ଅଯୋଗ୍ୟ ହୋଇଥିବା ହିତାଧିକାରୀଙ୍କୁ କେମିତି ପୁଣି ଥରେ ସୁଭଦ୍ରା ଯୋଜନାରେ ସାମିଲ କରାଯିବ,ସେନେଇ ନୂଆ ଗାଇଡ଼ ଲାଇନ ଆସିବାକୁ ଯାଉଛି । ଏନେଇ…