
ପଦୋନ୍ନତିରେ ସଂରକ୍ଷଣ : ସୁପ୍ରିମକୋର୍ଟ ସର୍ତ୍ତାବଳୀକୁ ଲାଗୁ କଲେ ରାଜ୍ୟ ସରକାରସଂଗ୍ରହ ହେବ କ୍ୟାଡର ଭିତ୍ତିକ ତଥ୍ୟ
ଭୁବନେଶ୍ୱର, ୨/୩ : ପଦୋନ୍ନତିରେ ସଂରକ୍ଷଣ କ୍ଷେତ୍ରରେ ସୁପ୍ରିମ୍କୋର୍ଟ ଜାରି କରିଥିବା ସର୍ତ୍ତାବଳୀକୁ ରାଜ୍ୟ ସରକାର ଲାଗୁ କରିଛନ୍ତି । ତଦନୁଯାୟୀ ଏଣିକି ପ୍ରତି ସେବା ବର୍ଗରେ ତଫସିଲଭୁକ୍ତ ଜାତି ଓ ଜନଜାତିର କର୍ମଚାରୀଙ୍କ ଆନୁପାତିକ ହାରରେ ସଂଖ୍ୟା ରହିଛି କି ନାହିଁ ସେ ସଂକ୍ରାନ୍ତୀୟ ତଥ୍ୟ ସର୍ବେକ୍ଷଣ କରି ହସ୍ତଗତ ହେଲାପରେ ଉକ୍ତ ସେବା ବର୍ଗରେ ପଦୋନ୍ନତି କ୍ଷେତ୍ରରେ ସଂରକ୍ଷଣ ଆଇନ୍ ଲାଗୁ ହେବ କି ନାହିଁ ତାହା ସ୍ଥିର କରାଯିବ । ଚଳିତବର୍ଷ ଫେବୃୟାରୀ…