ଝାଡଖଣ୍ଡ ଫେରି ରାଜନୀତି କରିବାକୁ ରାଜ୍ୟପାଳ ରଘୁବରଙ୍କ ମନ …

ଭୁବନେଶ୍ୱର:  ଓଡ଼ିଶାର ରାଜ୍ୟପାଳ ରଘୁବର ଦାସ। ଗତବର୍ଷ ଠାରୁ ତାଙ୍କ ନିଯୁକ୍ତି ହେବା ଠାରୁ ସେ ଲଗାତର ଖବରରେ ରହି ଆସିଛନ୍ତି। ତାଙ୍କ ପୁଅ ଓଡ଼ିଶା ଅଧିକାରୀଙ୍କୁ ମାଡ଼ ମାରିବା ଘଟଣା ଠାରୁ ଆରମ୍ଭ କରି ଚିକିତ୍ସା ପର୍ଯ୍ୟନ୍ତ। ନିର୍ବାଚନ ପୂର୍ବରୁ ଓଡ଼ିଶା ସାରା ଭ୍ରମଣ କରି ରାଜ୍ୟ ସରକାରଙ୍କ ଯୋଜନା ସମ୍ପର୍କରେ ଏକ ନକରାତ୍ମକ ଛବି ତୋଳିବାରେ ତାଙ୍କର ପ୍ରମୁଖ ଭୂମିକା ରହିଥିଲା। ବିଜେପିର ବିଜୟ ପଛରେ ଅତ୍ୟନ୍ତ ଛୋଟ ହେଲେ ବି ରଘୁବରଙ୍କ ସାମାନ୍ୟ…

Read More

ଓଡ଼ିଆ ଅସ୍ମିତାକୁ ଝାଡ଼ଖଣ୍ଡୀ ମାଡ଼….କି କାର୍ଯ୍ୟାନୁଷ୍ଠାନ ନେଉଛନ୍ତି ମୋହନ…ତାହା ଉପରେ ରହିବ ନଜର …..

ଭୁବନେଶ୍ୱର/ପୁରୀ : ରାଜ୍ୟପାଳ ପଦରୁ ବିଦା ହୋଇ ପାରନ୍ତି ରଘୁବର ଦାସ। ନିଜ ପୁଅଙ୍କ କଳାକରାନାମା ରଘୁବରଙ୍କ ଆଗାମୀ ଦିନର ରାଜନୈତିକ ଆକାଂକ୍ଷା ଉପରେ ରୋକ୍ ଲଗାଇପାରେ। ରଘୁବରଙ୍କ ପୁଅଙ୍କ ନାମରେ ଆସିଥିବା ଅଭିଯୋଗ ଯଦି ସତ ହୋଇଥାଏ, ତେବେ ଏହା ଅତ୍ୟନ୍ତ ସମ୍ବେଦନଶୀଳ ପ୍ରସଙ୍ଗ।  ରଘୁବର ଦାସଙ୍କ ପୁଅ ଲଳିତ କୁମାରଙ୍କ ବିରୁଦ୍ଧରେ ଆସିଛି  ଏକ ସଙ୍ଗୀନ ଅଭିଯୋଗ । ନିଜର ୫ଜଣ ସହଯୋଗୀଙ୍କ ସହ ମିଶି ବିଳମ୍ବିତ ରାତ୍ରିରେ ଓଡ଼ିଶା ସଚିବାଳୟ ସେବାର ଜଣେ…

Read More

ରାଜ୍ୟ ବିଜେପି ପ୍ରଚାର ମଙ୍ଗ ଧରିଲେଣି ରାଜ୍ୟପାଳ ରଘୁବର ଦାସ….ନିଆରା ଢଙ୍ଗରେ କେନ୍ଦ୍ରୀୟ ନେତୃତ୍ୱର କରୁଛନ୍ତି ପ୍ରଚାର

ଭୁବନେଶ୍ୱର :  ଯିଏ ଚାଖିଛି ଥରେ କ୍ଷୀରର ସର…ନିତି ଧାଉଁଥାଏ ଗଉଡ଼ ଘର। ରାଜନୀତି ଏମିତି ଏକ ସର। ଥରେ ଏ ସର ସ୍ୱାଦ ପାଟିରେ ବାଜିଲେ ଛାଡି ହୁଏନି। ଏକଥା ରାଜ୍ୟପାଳ ରଘୁବର ଦାସଙ୍କ କାର୍ଯ୍ୟକଳାପରୁ ସ୍ପଷ୍ଟ ଜଣାପଡୁଛି। ରାଷ୍ଟ୍ରପତିଙ୍କ ଦ୍ୱାରା ସାମ୍ବିଧାନିକ ପଦରେ ନିଯୁକ୍ତ ରଘୁବର ଦାସ ନିଆରା ଢଙ୍ଗରେ ବିଜେପିର ପ୍ରଚାର କରୁଛନ୍ତି। ତାହା ପୁଣି ବେଶ୍ ଚତୁରତାର ସହ। ଓଡ଼ିଶା ରାଜ୍ୟପାଳ ଏବଂ ରଘୁବର ଦାସଙ୍କ ଦୁଇଟି ଭିନ୍ନ ଭିନ୍ନ ଟୁଇଟର…

Read More