
ରାଉଲକେଲା ଷ୍ଟିଲ ପ୍ଲାଣ୍ଟର କଳେବର ବୃଦ୍ଧି
ନୂଆଦିଲ୍ଲୀ / ଭୁବନେଶ୍ୱର : ସୁନ୍ଦରଗଡ଼ ଜିଲ୍ଲା ରାଉରକେଲା ଇସ୍ପାତ୍ କାରଖାନାର ସମ୍ପ୍ରସାରଣ ପାଇଁ ଥିବା ସମସ୍ୟାର ସମାଧାନ ପାଇଁ ନୂଆଦିଲ୍ଲୀ ଠାରେ ଆୟୋଜିତ ଏକ ବୈଠକରେ କେନ୍ଦ୍ର ଭାରୀ ଶିଳ୍ପ ଏବଂ ଇସ୍ପାତ୍ ମନ୍ତ୍ରୀ ଏଚଡି କୁମାରସ୍ୱାମୀ ଏବଂ କେନ୍ଦ୍ର ଜନଜାତି ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମଙ୍କ ସହ ଯୋଗ ଦେଇଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏହି ବୈଠକରେ ରାଉରକେଲା ଉସ୍ପାତ୍ କାରଖାନାର ସମ୍ପ୍ରସାରଣ ନେଇ ଥିବା ପ୍ରତିବନ୍ଧକ ଗୁଡ଼ିକ ଉପରେ…