
ରାୟଗଡ଼ା ଗସ୍ତ ବାତିଲ୍ କଲେ ରାହୁଲ ଗାନ୍ଧୀ …
ରାୟଗଡ଼ା ; କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ରାୟଗଡ଼ା ଗସ୍ତ ବାତିଲ ହୋଇଛି। ସେ ଆଜି ରାୟଗଡ଼ା ଆସିବେନି। ରାୟବରେଲି ଆସନ ପାଇଁ ରାହୁଲଙ୍କ ନାଁ ଘୋଷଣା କରାଯିବା ପରେ ଆଜି ରାୟବରେଲିରେ ସେ ନାମାଙ୍କନ ଭରିବେ। ଏଥିପାଇଁ ତାଙ୍କ ଓଡ଼ିଶା ଗସ୍ତ ବାତିଲ କରାଯାଇଥିବା ସୂଚନା ଦେଇଛନ୍ତି କଂଗ୍ରେସ ଇସ୍ତାହାର କମିଟି ମୁଖ୍ୟ ପ୍ରସାଦ ହରିଚନ୍ଦନ। ଏଣେ ରାହୁଲ ଗାନ୍ଧୀଙ୍କ ବଦଳରେ ଆୟୋଜିତ ସାଧାରଣ ସଭାରେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଉଦବୋଧନ ଦେବା ଲାଗି…