ଅପରିବର୍ତ୍ତିତ ରହିଲା ରେପୋ ରେଟ୍ , କିନ୍ତୁ କ’ଣ ଏହି ରେପୋ ରେଟ୍ ଜାଣନ୍ତୁ …

ଗ୍ରାହକଙ୍କ ପାଇଁ ଖୁସି ଖବର। ଭାରତୀୟ ରିଜର୍ଭ ବ୍ୟାଙ୍କ ରେପୋ ରେଟରେ କୌଣସି ପରିବର୍ତ୍ତନ ଆଣିନାହିଁ। ପୂର୍ବ ପରି ଅପରିବର୍ତ୍ତିତ ରହିଛି ରେପୋ ରେଟ୍।ଆଜି ଭାରତୀୟ ରିଜର୍ଭ ବ୍ୟାଙ୍କର ମନିଟରି ପଲିସି କମିଟିର ମିଟିଂରେ ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ଘୋଷଣା କରିଛନ୍ତି  । ତେବେ ଶେଷ ଥର ପାଇଁ ରିଜର୍ଭ ବ୍ୟାଙ୍କ ୨୦୨୩ ମସିହା ଫେବ୍ରୁଆରୀ ୮ ତାରିଖରେ ରେପୋ ରେଟରେ ପରିବର୍ତ୍ତନ କରିଥିଲା । ସେତେବେଳେ ଏହା ୬.୨୫ ପ୍ରତିଶତରୁ ବୃଦ୍ଧି ପାଇ…

Read More

ଓଡ଼ିଶାର ୮୯୦ଟି ଏସବିଆଇ ଶାଖାରେ ୨୦୦୦ ଟଙ୍କିଆ ବଦଳ କରିହେବ

ଭୁବନେଶ୍ୱର : ରାଜ୍ୟର ମୋଟ ୮୯୦ଟି ଭାରତୀୟ ଷ୍ଟେଟ ବ୍ୟାଙ୍କ ଶାଖାରେ ଲୋକେ ୨୦୦୦ ଟଙ୍କା ନୋଟ୍ ବଦଳ କରିପାରିବେ ବୋଲି ଓଡ଼ିଶା ଏସବିଆଇ ମୁଖ୍ୟ ମହାପ୍ରବନ୍ଧକ ଚନ୍ଦ୍ରଶେଖର ଶର୍ମା କହିଛନ୍ତି। ଶ୍ରୀ ଶର୍ମା କହିଛନ୍ତି ଯେ, ଓଡ଼ିଶା ଏସବିଆଇ ପାଖରେ ୧୨ ହଜାର କୋଟି ଟଙ୍କା ବଦଳ ପାଇଁ ରହିଛି। ୬୪ କରେନ୍ସି ଚେଷ୍ଟରେ ୫୦୦, ୨୦୦ ଓ ୧୦୦ ଟଙ୍କିଆ ଆକାରରେ ମହଜୁଦ ରହିଛିl ତେଣୁ ଲୋକମାନଙ୍କର କୌଣସି ସମସ୍ୟା ହେବ ନାହିଁ। ଲୋକମାନେ…

Read More