
କଳାହାଣ୍ଡି ପ୍ରତିଷ୍ଠା ଦିବସରେ ଜିଲ୍ଲାରେ ଲକ୍ଷ୍ଣୀ ବସ୍ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ବସ୍ରେ ବସି ବଳରାମପୁର ପର୍ଯ୍ୟନ୍ତ ଗଲେ ମୁଖ୍ୟମନ୍ତ୍ରୀ ୬୩ଟି ବସ୍ ଜିଲ୍ଲାର ସବୁ ପଞ୍ଚାୟତକୁ ଯୋଡିବ, ପଞ୍ଚାୟତରୁ ବ୍ଲକ୍କୁ ଚାଲିବ ବସ ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କଳାହାଣ୍ଡି ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି । କଳାହାଣ୍ଡି ପ୍ରତିଷ୍ଠା ଦିବସରେ ଜିଲ୍ଲାବାସୀଙ୍କୁ ଶୁଭେଚ୍ଛା ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ଯୋଜନାରେ ୬୩ଟି ବସ୍ ଚାଲିବ ଏବଂ ସବୁ ପଞ୍ଚାୟତକୁ ବସ୍ ଯିବ । କଳାହାଣ୍ଡି ବିଶ୍ୱବିଦ୍ୟାଳୟ ପଡିଆରେ ଏହି ଯୋଜନା…