ଅପରିବର୍ତ୍ତିତ ରହିଲା ରେପୋ ରେଟ୍ , କିନ୍ତୁ କ’ଣ ଏହି ରେପୋ ରେଟ୍ ଜାଣନ୍ତୁ …

ଗ୍ରାହକଙ୍କ ପାଇଁ ଖୁସି ଖବର। ଭାରତୀୟ ରିଜର୍ଭ ବ୍ୟାଙ୍କ ରେପୋ ରେଟରେ କୌଣସି ପରିବର୍ତ୍ତନ ଆଣିନାହିଁ। ପୂର୍ବ ପରି ଅପରିବର୍ତ୍ତିତ ରହିଛି ରେପୋ ରେଟ୍।ଆଜି ଭାରତୀୟ ରିଜର୍ଭ ବ୍ୟାଙ୍କର ମନିଟରି ପଲିସି କମିଟିର ମିଟିଂରେ ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ଘୋଷଣା କରିଛନ୍ତି  । ତେବେ ଶେଷ ଥର ପାଇଁ ରିଜର୍ଭ ବ୍ୟାଙ୍କ ୨୦୨୩ ମସିହା ଫେବ୍ରୁଆରୀ ୮ ତାରିଖରେ ରେପୋ ରେଟରେ ପରିବର୍ତ୍ତନ କରିଥିଲା । ସେତେବେଳେ ଏହା ୬.୨୫ ପ୍ରତିଶତରୁ ବୃଦ୍ଧି ପାଇ…

Read More