ମାଲକାନଗିରିରୁ ଆରମ୍ଭ ହେଲା ଲକ୍ଷ୍ମୀ ବସ୍ ଯୋଜନା , ଚାଲିଲା ୩୬ଟି ବସ୍, ଜିଲ୍ଲାର ୧୧୧ଟି ପଞ୍ଚାୟତକୁ ଯୋଡିବ ଲକ୍ଷ୍ମୀ

ଭୁବନେଶ୍ୱର,: ମାଲକାନଗିରି ମୋର ଅତି ପ୍ରିୟ। ମାଲକାନଗିରି ହିଁ ଓଡିଶା ବିକାଶର ଲଞ୍ଚ ପ୍ୟାଡ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଆଜି ମାଲକାନଗିରିରେ ମୁଖ୍ୟମନ୍ତ୍ରୀ ଲକ୍ଷ୍ମୀ ବସ୍ ଯୋଜନା ଶୁଭାରମ୍ଭ କରି ଏହା କହିଛନ୍ତି। ଏହି ଅବସରରେ ଯୋଜନାର ପ୍ରଥମ ବସ୍‌ରେ ୧୦ ଟଙ୍କା ଦେଇ ପ୍ରଥମ ଟିକେଟ୍ କିଣି  ମାଲକାନଗିରିରୁ ଏମ୍.ଭି- ୦୩ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ଯାତ୍ରା କରି ସେଠାରେ BQSର ଶୁଭାରମ୍ଭ କରିଥିଲେ। ପ୍ରାରମ୍ଭରେ ଉଚ୍ଛସିତ ଜନତାଙ୍କ ତାଳି, ସ୍ୱାଗତମ୍ ଧ୍ୱନି…

Read More