
ଇଏ ସେହି ଉପ-ରାଷ୍ଟ୍ରପତି, ଯିଏ ଓଡ଼ିଶାରେ ରାଜ୍ୟପାଳ ଥିବାବେଳେ ଖାଇଥିଲେ ଜୋତାମାଡ଼..
ଭୁବନେଶ୍ୱର : ସଂସଦରୁ ଶତାଧିକ ସାଂସଦ ନିଲମ୍ବିତ ହୋଇ ସାରିଲେଣି। ଏହି ସଂଖ୍ୟା ଇତି ମଧ୍ୟରେ ଦେଢଶହ ଟପିଲାଣି। ଏହା ପରେ ଉପରାଷ୍ଟ୍ରପତି ଜଗଦୀପ ଧନକରଙ୍କୁ ଟିଏମସି ଏମପି କଲ୍ୟାଣ ବାନାର୍ଜୀ ବ୍ୟଙ୍ଗ କରିବା କଥା ସାମାଜିକ ଗଣମାଧ୍ୟମରେ ଭାଇରାଲ ହେବାରେ ଲାଗିଛି। ଉପରାଷ୍ଟ୍ରପତିଙ୍କୁ ଶାସକ ଦଳ ବିଜେପି ଏବଂ ଅଣ ଆନୁଷ୍ଠାନିକ ସହଯୋଗୀ ବିଜେଡ଼ି ଏମପି ମାନଙ୍କ ପକ୍ଷରୁ ସମବେଦନା ଜଣାଯାଉଛି। ଏହି ପରିପ୍ରେକ୍ଷୀରେ ଓଡ଼ିଶାରେ ରାଜ୍ୟପାଳ ରହିସାରିଥିବା ଜଣେ ପୂର୍ବତନ ଉପ-ରାଷ୍ଟ୍ରପତିଙ୍କ ସହ ହୋଇଥିବା…