ଦୁର୍ବଳ ଦଳ ସତ୍ତ୍ୱେ ଶରତ ସବଳ, ଶକ୍ତିଶାଳୀ ଦଳ ଥାଇ ମନମୋହନ ଦୁର୍ବଳ
ଭୁବନେଶ୍ୱର : ରାଜ୍ୟରେ ୨୦୧୪ରୁ କଂଗ୍ରେସର ପତନ ଆରମ୍ଭ ହୋଇଛି। ତାହାର ବୋଟ ପ୍ରତିଶତ କମିବାରେ ଲାଗିଛି। ମାତ୍ର ବିଜେପିର ଭୋଟ ହାର ବୃଦ୍ଧି ପାଇବା ସହ ଦଳ ମୁଖ୍ୟ ବିରୋଧି ଦଳ ହୋଇପାରିଛି। ହେଲେ ଗତ ନିର୍ବାଚନ ପରେ ଦଳର ଓଡ଼ିଶାରେ କାର୍ଯ୍ୟକଳାପ ରହସ୍ୟମୟ ଶିଥିଳତା ପରିଲକ୍ଷିତ ହୋଇଛି। ମନମୋହନ ସାମଲ ଦୀର୍ଘଦିନ ଧରି ସଭାପତି ହେବା ପରେ ମଧ୍ୟ କମିଟି ଟିଏ ଅନୁମୋଦନ କରାଇ ପାରିନାହାନ୍ତି। ମାତ୍ର ବର୍ଷେ ମଧ୍ୟରେ ପିସିସି ସଭାପତି ଦାୟିତ୍ୱ…