
ମ୍ୟାଚ୍ ହାରିବା ପରେ ଟିମ୍ ଇଣ୍ଡିଆର ପସିଲା ଚେତା , ଦ୍ୱିତୀୟ ଟେଷ୍ଟ ପାଈଁ ସରଫରାଜଙ୍କୁ ଦଳରେ କଲା ସାମିଲ୍
ବିସିସିଆଇ ବହୁ ପ୍ରତିକ୍ଷାର ଅନ୍ତ ଘଟାଇ ପରିଶେଷରେ ସରଫରାଜ ଖାନଙ୍କୁ ଦଳରେ ସାମିଲ କରିଛି । ଟିମ୍ ଇଣ୍ଡିଆ ଇଂଲଣ୍ଡ ବିପକ୍ଷରେ ପ୍ରଥମ ମ୍ୟାଚ୍ ହାରିବା ପରେ ଦ୍ବିତୀୟ ଟେଷ୍ଟ ମ୍ୟାଚ୍ ପାଇଁ ଭାରତୀୟ ଦଳରେ ଦେଖାଦେଇଛି ପରିବର୍ତ୍ତନ । ଘରୋଇ କ୍ରିକେଟରେ ଲଗାତାର ଭାବେ ଭଲ ପ୍ରଦର୍ଶନ କରୁଥିବା ସରଫରାଜ ଖାନଙ୍କ ଉପରେ ବିସିସିଆଇ ଆସ୍ଥା ପ୍ରକଟ କରିଛି । ଅନ୍ୟପଟେ ଟିମ ଇଣ୍ଡିଆକୁ ଲାଗିଛି ଝଟକା । ଷ୍ଟାର ଅଲରାଉଣ୍ଡର ରବିନ୍ଦ୍ର ଜାଡେଜାଙ୍କ ସହ…