
SIR ବିବାଦ : ଗୃହ ଯୁଦ୍ଧ ମୁହାଁ ବିହାର BIHAR
ପାଟନା : (ବିଜୟ ସାହୁ)- ନିର୍ବାଚନ କମିଶନ 1 ଅଗଷ୍ଟରେ ବିହାର ଭୋଟର ତାଲିକା ପ୍ରକାଶ କରିବା ପରେ ଯେଉଁ ତଥ୍ୟ ଦେଇଛନ୍ତି ସେଥିରୁ ଜଣା ପଡ଼ିଲା ଯେ ସମୁଦାୟ ପୂର୍ବରୁ ରେଜିଷ୍ଟ୍ରୀ ଭୁକ୍ତ ଭୋଟର 7.93 କୋଟି ମଧ୍ୟରୁ 65 ଲକ୍ଷ ଭୋଟରଙ୍କୁ ବାଦ ଦେଇ 7.24 କୋଟି ଭୋଟରଙ୍କୁ ଡ୍ରାଫ୍ଟ ତାଲିକାରେ ରଖିଛନ୍ତି । 65 ଲକ୍ଷ ଭୋଟରଙ୍କ ମଧ୍ୟରୁ 22.3 ଲକ୍ଷ ହେଉଛନ୍ତି ମୃତ ଭୋଟର ଓ 36.3 ଲକ୍ଷ ଭୋଟର ଅନ୍ୟତ୍ର…