
ଖାଦ୍ୟ ସୁରକ୍ଷା ଆଇନକୁ ପାଳନ କରୁନାହିଁ ବିଜେପି ସରକାର, ପ୍ରଶାସନିକ ଅବହେଳା ନେଇଛି ଜୀବନ, ଦୋଷୀ କେମିତିକା ତଦନ୍ତ କରିବ : ଶ୍ରୀକାନ୍ତ
ଭୁବନେଶ୍ୱର- ମୋହନ ମାଝିଙ୍କ ନେତୃତ୍ୱାଧିନ ବିଜେପି ସରକାର ଜାତୀୟ ଖାଦ୍ୟ ସୁରକ୍ଷା ଆଇନକୁ ଉଲ୍ଲଂଘନ କରିଛନ୍ତି। ଏହି ଉଲ୍ଲଂଘନ ରାଜ୍ୟର ଆଦିବାସୀ ଅଧୁଷିତ କନ୍ଧମାଳ ଜିଲ୍ଲା ଦାରିଙ୍ଗିବାଡ଼ି ବ୍ଲକର ମାଣ୍ଡିପକା ଗାଁର ଦୁଇ ମହିଳାଙ୍କ ଜୀବନ ନେଇଛନ୍ତି। ସେହିପରି ଅନ୍ୟ ଛଅ ଜଣଙ୍କର ସ୍ୱାସ୍ଥ୍ୟବସ୍ଥା ଗୁରୁତର ହୋଇଛି। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ଆରଡିସି ସ୍ତରୀୟ ତଦନ୍ତ ନେଇ ନିର୍ଦ୍ଦେଶ ଦେଇଛନ୍ତି। ଏହି ସମ୍ବେଦନଶୀଳ ଘଟଣା ନୈତିକ ଦାୟିତ୍ୱ ଯେଉଁ ଅଧିକାରୀମାନେ ନେବା କଥା, ସେହିମାନଙ୍କୁ ତଦନ୍ତ କରିବାକୁ…