
କୋଟିଏ ୨ ଲକ୍ଷ ହିତାଧିକାରୀଙ୍କୁ ମିଳିବ ପ୍ରଥମ କିସ୍ତି ସୁଭଦ୍ରା ଟଙ୍କା, ଆହୁରି ୨୦ ଲକ୍ଷ ହେବେ ସାମିଲ
ଭୁବନେଶ୍ବର:କୋଟିଏ ୨ ଲକ୍ଷ ହିତାଧିକାରୀଙ୍କୁ ଡିସେମ୍ବର ସୁଦ୍ଧା ମିଳିବ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ଟଙ୍କା। ଅନ୍ୟପଟେ ଅଯୋଗ୍ୟ ହିତାଧିକାରୀଙ୍କ ପାଇଁ ତିନିଜଣିଆ କମିଟି ଗଠିତ ହୋଇଛି। ଏହି କମିଟି ଅଯୋଗ୍ୟ ହିତାଧିକାରୀଙ୍କ ପାଇଁ ନୂଆ ଗାଇଡଲାଇନ୍ ଆସିବ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସେହିପରି ନଭେମ୍ବର ଶେଷ ସୁଦ୍ଧା ଆହୁରି ୨୦ ଲକ୍ଷ ହିତାଧିକାରୀଙ୍କୁ ‘ସୁଭଦ୍ରା’ ଯୋଜନାରେ ସାମିଲ କରାଯିବ। ଏମାନଙ୍କୁ ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ମିଳିବ। ସେପଟେ ପୁଣି ତିଆରି…